ବାରବାଟୀରେ ଖେଳାଯିବ ଟି-ଟ୍ବେଣ୍ଟି!

କଟକ ଅଫିସ,୪।୨: ଆସନ୍ତା ଜୁନ୍‌ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍‌ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହୋଇଛି । ଓଡ଼ିଶା କ୍ରିକେଟ ଆସୋସିଏଶନର ଅନୁରୋଧକୁ ରକ୍ଷା କରି ବିସିସିଆଇ ସହମତି ଜଣାଇଥିବା ଓସିଏ ସମ୍ପାଦକ ସୂଚନା ଦେଇଛନ୍ତି। ଫେବୃୟାରୀ ୧୫ରେ ହେବାକୁ ଥିବା ଟି-ଟ୍ବେଣ୍ଟି ମ୍ୟାଚ୍‌ ବାତିଲ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?