ଆଫଗାନିସ୍ତାନ ଛାଡୁଥିବା ଲୋକଙ୍କ ଉପରେ ଆକ୍ରମଣ କରୁଛନ୍ତି ତାଲିବାନ

କାବୁଲ,୧୯।୮: ଆଫଗାନିସ୍ତାନରେ ଆରମ୍ଭ ହୋଇଛି ତାଲିବାନ ଶାସନ ୨.୦। ଏଥିସହ ଦେଶକୁ ଫେରିଛି ପୁରୁଣା ଦିନର ଯନ୍ତ୍ରଣା। ଦିନ କେଇଟାରେ ତାଲିବାନମାନେ ନିଜ ଅସଲ ରୂପ ଦେଖାଇଛନ୍ତି। ଆଫଗାନିସ୍ତାନ ଛାଡୁଥିବା ଲୋକଙ୍କ ଉପରେ ଆକ୍ରମଣ କରୁଛନ୍ତି ତାଲିବାନ। କାବୁଲ ବିମାନବନ୍ଦରରେ ଦେଶ ଛାଡି ଯିବା ପାଇଁ ପ୍ରସ୍ତୁତ ଲୋକଙ୍କୁ ରୋକିବା ପାଇଁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ସହ ସେମାନଙ୍କ ଉପରକୁ ଗୁଳି ଚଳାଉଛନ୍ତି ତାଲିବାନ। ଗୁରୁବାର ମଧ୍ୟ ଏହି ଦୃଶ୍ୟ ବିମାନ ବନ୍ଦରରେ ଦେଖିବାକୁ ମିଳିଛି। ଲୋକମାନେ ଭୟରେ ଦୌଡି ଦୌଡି ପଳାଉଥିବା ମଧ୍ୟ ଦେଖାଯାଇଛି। ସୂଚନାଯୋଗ୍ୟ, ଆଫଗାନିସ୍ତାନକୁ ତାଲିବାନମାନେ କବ୍‌ଜା କରିବା ପରେ ଲୋକେ ନିଜ ଘରର ଜିିନି ନେବା ପରିବର୍ତ୍ତେ ଯେନତେନ ପ୍ରକାରେଣ ଦେଶ ଛାଡି ପଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri