ହଟିଲା ତାଲିବାନର ଅଫିସିଆଲ ଓ୍ବେବ୍‌ସାଇଟ୍‌

ନୂଆଦିଲ୍ଲୀ,୨୧ା୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ହାସଲ କରିବା ପରେ ତା’ର ଅଫିସିଆଲ ଓ୍ବେବ୍‌ସାଇଟ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଇଣ୍ଟରନେଟ୍‌ରୁ କେଉଁଆଡ଼େ ଗାଏବ ହୋଇଯାଇଛି। ଏହା କୌଣସି ଯାନ୍ତ୍ରିକ ତ୍ରୁଟି କିମ୍ବା ଅନ୍ୟ କୌଣସି କାରଣରୁ ହୋଇଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

ସୂଚନାଯୋଗ୍ୟ, ତାଲିବାନ ପାଶ୍ତୋ ଦାରି, ଆରବୀ, ଊର୍ଦ୍ଦୁ ଏବଂ ଇଂରାଜୀରେ ଓ୍ବେବ୍‌ସାଇଟ ପରିଚାଳନା କରିଥାଏ। ଏହି ସମସ୍ତ ଓ୍ବେବ୍‌ସାଇଟ୍‌ ଏବେ ଅଚଳ ହୋଇପଡ଼ିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର କୋରିଆକୁ ଆମେରିକା-ଜାପାନର ଭର୍ତ୍ସନା

ସିଓଲ,୮ା୬: କରୋନା ମହାମାରୀ ପରି ଖରାପ ସମୟରେ ଉତ୍ତର କୋରିଆ ଗୋଟେ ପରେ ଗୋଟେ କ୍ଷେପଣାସ୍ତ୍ର ପରୀକ୍ଷଣ କରିଚାଲିଛି। ଏନେଇ ଦକ୍ଷିଣ କୋରିଆ, ଆମେରିକା ସମେତ...

ରୁଷିଆ ପ୍ରତି ଅର୍ଥ ବ୍ୟବସ୍ଥାରୁ ନିଜକୁ ଦୂରେଇ ରଖିଛି ଚାଇନା

ମସ୍କୋ,୨୦ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୨୫ ଦିନ ହେବ ଜାରି ରହିଛି। ଦୁଇ ଦେଶ ମଧ୍ୟରେ ଲଢ଼େଇ ବନ୍ଦ ପାଇଁ ନାଁ ନେଉନି।...

ପାକ୍‌ ସୁପ୍ରିମକୋର୍ଟ ଆଗରେ ଶାସକ ମେଣ୍ଟର ବିକ୍ଷୋଭ

ଇସ୍‌ଲାମାବାଦ, ୧୬ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜାମିନ ପ୍ରତିବାଦରେ ଦେଶର ଶାସକ ଦଳଗୁଡ଼ିକର ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ୍‌ ମୁଭ୍‌ମେଣ୍ଟ (ପିଡିଏମ୍‌)ର ସମର୍ଥକମାନେ ସୋମବାର...

ଡ୍ରୋନ୍‌ ଷ୍ଟ୍ରାଇକ୍‌ରେ ଗଲା ପରିବାରର ୧୦ ଜୀବନ

କାବୁଲ,୩୦ା୮: କାବୁଲ ବିମାନବନ୍ଦରରେ ଆଇଏସ୍‌-ଖୋରାସାନ୍‌ର ବିସ୍ଫୋରଣ ଉଦ୍ୟମ ପଣ୍ଡ କରିବାକୁ ଯାଇ ରବିବାର ଆମେରିକା କରିଥିବା ଡ୍ରୋନ୍‌ ଷ୍ଟ୍ରାଇକ୍‌ରେ ୧୦ ଆଫ୍‌ଗାନ୍‌ଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ...

ଇମ୍ରାନଙ୍କ ଓଲଟା ଗଣତି ଆରମ୍ଭ

ଇସଲାମାବାଦ,୩୧ ।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଅବିଶ୍ୱାସ ପ୍ରସ୍ତାବ ଉପରେ ମତଦାନ ପୂର୍ବରୁ ବହୁମତ ହରାଇ ସାରିଛନ୍ତି । ହେଲେ ଗାଦି ଛାଡୁ ନାହାନ୍ତି...

ପାଲେଷ୍ଟାଇନରେ ଭୂକମ୍ପ ଝଟକା

ଜେରୁଜେଲମ,୮।୨: ତୁର୍କୀ ଏବଂ ସିରିଆରେ ଭୟଙ୍କର ଭୂକମ୍ପ ପରେ ପାଲେଷ୍ଟାଇନରେ ଭୁକମ୍ପ ଅନୁଭୂତ ହୋଇଛି। ରିଚ୍ଟର ସ୍କେଲରେ ଏହାର ତିବ୍ରତା ୪.୮ ରେକର୍ଡ କରାଯାଇଛି। ଅଧିକାରୀମାନେ...

ଜି ୧୧ରେ ସାମିଲ ହେବ ଭାରତ

ଓ୍ବାଶିଂଟନ, ୧।୬(ପି.ଟି/ଆଇଏଏନ୍‌ ଏସ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜି ୭ ସମ୍ମିଳନୀକୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇଦେଇଛନ୍ତି। ଏହାସହ ସେ ଏହି ପୁରୁଣା ବ୍ଲକ୍‌କୁ ଜି...

ନେପାଳରେ ଭୂସ୍ଖଳନ: ୧୭ ମୃତ…

କାଠମାଣ୍ଡୁ, ୧୭।୯ : ପ୍ରବଳ ବର୍ଷା ଯୋଗୁ ପଶ୍ଚିମ ନେପାଳର ଅଛାମ ଜିଲାରେ ଏକ ବଡ ଧରଣର ପ୍ରାକୃତିକ ବିପର୍ଯ୍ୟୟ ଘଟିଛି। ବିଭିନ୍ନ ସ୍ଥାନରେ ଭୂସ୍ଖଳନ...

Advertisement
Archives

Model This Week