ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏହିଭଳି ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି ହୋଇଥିବା ଭଞ୍ଜନଗର ବେଲେଶ୍ୱର ପୀଠରେ ହଜାର ହଜାର ଭକ୍ତଙ୍କ ଭିଡ ଜମିଛି। ସେଠି ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଥିବା ବେଳେ ରାତିରେ ସତନ୍ତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ଅୟୋଜନ ହୋଇଛି। ବିଡେକା ଦ୍ବାରା ପରିଚାଳିତ ବେଲେଶ୍ୱର ପୀଠରେ ଭକ୍ତଙ୍କ ପାଇଁ ପ୍ରସାଦ ମଧ୍ୟ ବ୍ୟବସ୍ଥା ହୋଇଛି। ଭିଡ଼କୁ ଦେଖି ସତନ୍ତ୍ର ଟ୍ରାଫିକ୍‌ ବ୍ୟବସ୍ଥା ହୋଇଛି। ଏଥିସହ ଢ଼ୁଢୁଆ, ତିଲିସିଙ୍ଗି, ଭେଜିପୁଟ, ଜିଲୁଣ୍ଡି, ଲାଲସିଂ, ଛେଦାଭୂମି, ବଡ଼କୋଦଣ୍ଡା, ବରଗାଁ, ଗୋଲାପଡ଼ା, ଗାଲେରୀ ପ୍ରମୁଖ ଶୈବ ପୀଠରେ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଜମିଛି। ପୋଲିସ ପକ୍ଷରୁ ମନ୍ଦିରଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri