ପବିତ୍ରନଗର,୧ା୧ (ଡି.ଏନ.ଏ.): କଣିହାଁ ବ୍ଲକ ସମଲ ଥାନା ଗହମଠାରେ ଶୁକ୍ରବାର ସକାଳେ ଏକ ଟ୍ୟାଙ୍କର (ନଂ. ଏମଏଚ୪୮ଏଜି-୨୬୮୯) ଭାରସାମ୍ୟ ହରାଇ ୨ଟି ଦୋକାନ ଭିତରକୁ ପଶିଯାଇଛି। ଖମାରଆଡୁ ତାଳଚେର ଅଭିମୁଖେ ଯାଉଥିବା ଉକ୍ତ ଟ୍ୟାଙ୍କର ଗହମ ଗ୍ରାମ ବର ଛକ ବୁଲାଣିଠାରେ ଦୋକାନ ମଧ୍ୟକୁ ମାଡ଼ି ଯିବାରୁ ଉଭୟ ଦୋକାନର ସମ୍ମୁଖ ଭାଗ ଭାଙ୍ଗିଯାଇଛି। ବହୁ ଜିନିଷପତ୍ର ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି।
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…
ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ
କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

