ଆଇଆର୍‌ସିଟିସି ଅଂଶଧନ ବିକ୍ରିରୁ ୪,୨୦୦ କୋଟି ସଂଗ୍ରହ ଲକ୍ଷ୍ୟ

ନୂଆଦିଲ୍ଲୀ: ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ କର୍ପୋରେଶନ(ଆଇଆର୍‌ସିଟିସି) ଅଂଶଧନ ବିକ୍ରିରୁ ସରକାର ୪,୨୦୦ କୋଟି ଟଙ୍କା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅଫର ଫର ସେଲ୍‌ ରୁଟ୍‌ରେ ସରକାର ଏଭଳି ଅର୍ଥ ରାଶି ସଂଗ୍ରହ କରିବେ। ସୂଚନା ଯୋଗ୍ୟ, ସରକାର ଆଇଆର୍‌ସିଟିସିରେ ୮୭.୪% ଅଂଶଧନ ହାସଲ କରିଛନ୍ତି। ଏଥିରୁ ପ୍ରାୟ ୨୦% ଖସାଇବା ନେଇ ଯୋଜନା ରଖାଯାଇଛି। କମ୍ପାନୀ ପକ୍ଷରୁ ବୁଧବାର କୁହାଯାଇଛି ଯେ, ୩.୨% ଶେୟାର ବିକ୍ରି କରାଯିବ। ଶେୟାର ପିଛା ହାରାହାରି ମୂଲ୍ୟ ୧୩୬୭ ଟଙ୍କା ରହିଛି। ଅଣ ରିଟେଲ ନିବେଶକଙ୍କ ପାଇଁ ଅଫର ଉପଲବ୍ଧ ରହିଛି। ସେହିଭଳି ଶୁକ୍ରବାର ପ୍ରତି ବର୍ଗର ନିବେଶକଙ୍କ ଲାଗି ଏହା ଖୋଲା ରହିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri