Posted inରାଜ୍ୟ

ରଥଯାତ୍ରାରେ ‘ଶୂନ୍ୟ ମୃତ୍ୟୁ’ ଲକ୍ଷ୍ୟ ସଫଳ ହୋଇଛି

ଭୁବନେଶ୍ୱର,୨୯ା୬(ସୁନିତ୍‌ ମିଶ୍ର): ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଶୂନ୍ୟ ମୃତ୍ୟୁ ସରକାରଙ୍କ ଲକ୍ଷ୍ୟ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିଗ୍‌ଦର୍ଶନରେ ସେବା ଓ ସୁରକ୍ଷା ନୀତିକୁ ପାଥେୟକରି ମହାପ୍ରଭୁଙ୍କ ୩ ରଥକୁ ଶରଧାବାଲିରେ ପହଞ୍ଚାଇବାରେ ସଫଳ ହୋଇଛୁ ବୋଲି ରାଜ୍ୟ ପୋଲିସ ପକ୍ଷରୁ ଏକ୍ସ ହ୍ୟାଣ୍ଡେଲ ଜରିଆରେ ସୂଚନା ଦିଆଯାଇଛି। ମୁଖା୍ୟମନ୍ତ୍ରୀ ଏହାକୁ ରିପୋଷ୍ଟ ମଧ୍ୟ କରିଛନ୍ତି। ସେଥିରେ ଆହୁରି ଉଲ୍ଲେଖ ଅଛି, ଓଡ଼ିଶା ପୋଲିସ ଦ୍ୱାରା ନିୟୋଜିତ ସୁରକ୍ଷା କର୍ମୀଙ୍କ କର୍ତ୍ତବ୍ୟ, ନିଷ୍ଠା, ଦୃଢ଼ ମନୋବଳ, ଦାୟିତ୍ୱବୋଧତା, ସମୟୋଚିତ ଭିଡ଼ ପରିଚାଳନା, ଟ୍ରାଫିକ୍‌ ନିୟନ୍ତ୍ରଣ ଓ ଜରୁରିକାଳୀନ ସେବା ପ୍ରଦାନ ଯୋଗୁ ଭକ୍ତମାନେ ଶାନ୍ତଶୃଙ୍ଖଳାର ସହ ଦର୍ଶନ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri