Posted inଖେଳ

କ୍ୱାର୍ଟର ଫାଇନାଲରେ ହାରିିଗଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌, ୨୦ା୩ (ପି.ଟି.)- ଭାରତ ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ଚାମ୍ପିୟନଶିପ୍‌ କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି। ଶୁକ୍ରବାର ସେ ନେଦରଲାଣ୍ଡ୍ସର ମାର୍କ କାଲ୍‌ଜୋଙ୍କଠାରୁ ୧୭-୨୧, ୨୧-୧୬, ୧୭-୨୧ରେ ହାରିଯାଇଛନ୍ତି। ଫଳରେ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ବିଭାଗରେ ଭାରତର ଚ୍ୟାଲେଞ୍ଜ ଶେଷ ହୋଇଛି। ମହିଳା ଡବଲ୍ସ ଯୋଡ଼ି ଅଶ୍ୱିନ ପୋନ୍ନାପ୍ପା ଓ ଏନ୍‌. ସିକ୍କି ରେଡ୍ଡୀ ମଧ୍ୟ ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି। କ୍ୱାର୍ଟରଫାଇନାଲରେ ସେମାନେ ନେଦରଲାଣ୍ଡ୍ସର ସେଲେନା ପିକ୍‌ ଓ ଚେରିଲ ସିନେନ୍‌ଙ୍କଠାରୁ ୨୨-୨୪, ୧୨-୨୧ରେ ପରାସ୍ତ ହୋଇଯାଇଛନ୍ତି। ବିଶ୍ୱର ୧୦ନମ୍ବର ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଦ୍ୱିତୀୟ ରାଉଣ୍ଡରେ ଡେନମାର୍କର କିମ୍‌ ଆଷ୍ଟ୍ରପ୍‌ ଓ ଆଣ୍ଡର୍ସ ସ୍କାରପ୍‌ ରସମୁସେନ୍‌ଙ୍କଠାରୁ ୧୬-୨୧, ୨୧-୧୧, ୧୭-୨୧ରେ ପରାଜିତ ହୋଇ ଇଭେଣ୍ଟରୁ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri