Posted inଫୁରସତ

ଏହି ମିଠାର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ମିଠା ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। କୌଣସି ପବପର୍ବାଣୀ ହେଉ କିମ୍ବା ନ ହେଉ, ମିଠାର ସବୁବେଳେ ଚାହିଦା ଥାଏ। ନିକଟରେ ସୋସିଆଲ ମିଡିଆରେ ଏକ ନିଆରା ମିଠାର ଭିଡିଓ ଭାଇରାଲ ହୋଇଛି। ଏହି ମିଠାର ବିଶେଷତା ହେଉଛି ଏହାର ମୂଲ୍ୟ। ଏହି ମିଠା ବେଶ୍‌ ମହଙ୍ଗା ରହିଛି। ମିଠା କିଲେ ୧୬ ହଜାର ଟଙ୍କା ରହିଛି॥ ଭାଇରାଲ ହେଉଥିବା ଏହି ଭିଡିଓରେ, ଜଣେ ବ୍ୟକ୍ତି ମିଠା ତିଆରି କରୁଥିବା ଦେଖିବାକୁ ମିଳେ, ଯାହା ଅତ୍ୟନ୍ତ ସ୍ବାଦିଷ୍ଟ ଦେଖାଯାଏ। ଦୋକାନୀ ମିଠା ଉପରେ ଚମତ୍କାର ସୁନା କାମ ପ୍ରୟୋଗ କରୁଥିବା ଦେଖିବାକୁ ମିଳିବ।

 

View this post on Instagram

 

A post shared by Arjun Chauhan 🧿 (@oye.foodieee)


ଭିଡିଓଟି ସୋସିଆଲ ମିଡିଆ ସାଇଟ ଇନଷ୍ଟାଗ୍ରାମରେ oye.foodieee ନାମକ ଏକ ଆକାଉଣ୍ଟ ଦ୍ୱାରା ଶେୟାର କରାଯାଇଛି। ଏହି ଭିଡିଓଟି ୮ ଲକ୍ଷ ୪୩ ହଜାରରୁ ଅଧିକ ଲାଇକ ଏବଂ ଭ୍ୟୁ ପାଇଛି। ସୋସିଆଲ ମିଡିଆରେ ଲୋକମାନେ ଏହି ମୂଲ୍ୟବାନ ମିଠା ଦେଖିବା ପରେ ନିଜର ମତାମତ ଦେଉଛନ୍ତି। ଭିଡିଓ ଉପରେ ମନ୍ତବ୍ୟ ଦେଇ ଜଣେ ୟୁଜର୍ସ ଲେଖିଛନ୍ତି – ମୂଲ୍ୟ ଯାହା ହେଉନା କାହିଁକି, ମିଠା ଦେଖିବା ଏବଂ ସ୍ବାଦ ଅନୁଭବ କରିବା। ଅନ୍ୟ ଜଣେ ୟୁଜର୍ସ ମଜାଳିଆ କମେଣ୍ଟ ଦେଇଲେଖିଛନ୍ତି – ଏହାକୁ କିଣିବା ପାଇଁ ଏକ ମାସର ଦରମା ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri