Posted inଫୁରସତ

ଏହି ମିଠାର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ମିଠା ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। କୌଣସି ପବପର୍ବାଣୀ ହେଉ କିମ୍ବା ନ ହେଉ, ମିଠାର ସବୁବେଳେ ଚାହିଦା ଥାଏ। ନିକଟରେ ସୋସିଆଲ ମିଡିଆରେ ଏକ ନିଆରା ମିଠାର ଭିଡିଓ ଭାଇରାଲ ହୋଇଛି। ଏହି ମିଠାର ବିଶେଷତା ହେଉଛି ଏହାର ମୂଲ୍ୟ। ଏହି ମିଠା ବେଶ୍‌ ମହଙ୍ଗା ରହିଛି। ମିଠା କିଲେ ୧୬ ହଜାର ଟଙ୍କା ରହିଛି॥ ଭାଇରାଲ ହେଉଥିବା ଏହି ଭିଡିଓରେ, ଜଣେ ବ୍ୟକ୍ତି ମିଠା ତିଆରି କରୁଥିବା ଦେଖିବାକୁ ମିଳେ, ଯାହା ଅତ୍ୟନ୍ତ ସ୍ବାଦିଷ୍ଟ ଦେଖାଯାଏ। ଦୋକାନୀ ମିଠା ଉପରେ ଚମତ୍କାର ସୁନା କାମ ପ୍ରୟୋଗ କରୁଥିବା ଦେଖିବାକୁ ମିଳିବ।

 

View this post on Instagram

 

A post shared by Arjun Chauhan 🧿 (@oye.foodieee)


ଭିଡିଓଟି ସୋସିଆଲ ମିଡିଆ ସାଇଟ ଇନଷ୍ଟାଗ୍ରାମରେ oye.foodieee ନାମକ ଏକ ଆକାଉଣ୍ଟ ଦ୍ୱାରା ଶେୟାର କରାଯାଇଛି। ଏହି ଭିଡିଓଟି ୮ ଲକ୍ଷ ୪୩ ହଜାରରୁ ଅଧିକ ଲାଇକ ଏବଂ ଭ୍ୟୁ ପାଇଛି। ସୋସିଆଲ ମିଡିଆରେ ଲୋକମାନେ ଏହି ମୂଲ୍ୟବାନ ମିଠା ଦେଖିବା ପରେ ନିଜର ମତାମତ ଦେଉଛନ୍ତି। ଭିଡିଓ ଉପରେ ମନ୍ତବ୍ୟ ଦେଇ ଜଣେ ୟୁଜର୍ସ ଲେଖିଛନ୍ତି – ମୂଲ୍ୟ ଯାହା ହେଉନା କାହିଁକି, ମିଠା ଦେଖିବା ଏବଂ ସ୍ବାଦ ଅନୁଭବ କରିବା। ଅନ୍ୟ ଜଣେ ୟୁଜର୍ସ ମଜାଳିଆ କମେଣ୍ଟ ଦେଇଲେଖିଛନ୍ତି – ଏହାକୁ କିଣିବା ପାଇଁ ଏକ ମାସର ଦରମା ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?