Posted inଜାତୀୟ

ଶିକ୍ଷକଙ୍କୁ ଜଣାନାହିଁ ‘ଇଲେଭେନ୍‌’ ବନାନ

ରାୟପୁର, ୩୧ା୭: ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସରକାରୀ ସ୍କୁଲର ଶିକ୍ଷକମାନେ ଏକ ଶ୍ରେଣୀଗୃହର କଳାପଟାରେ ଇଲେଭେନ୍‌ ଏବଂ ନାଇଣ୍ଟିନ ସଂଖ୍ୟାର ଇଂଲିଶ ବନାନକୁ ଠିକ୍‌ ଭାବେ ଲେଖିପାରୁ ନ ଥିବାର ଦେଖିବାକୁ ମିଳିଛି। ବିଭିନ୍ନ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଛତିଶଗଡ଼ର ବଳରାମପୁର ଜିଲା ମଡ୍ବା ଗ୍ରାମ ପଞ୍ଚାୟତ ଅଧୀନ ଘୋଡ଼ାସୋତ ଗ୍ରାମରେ ଥିବା ଏକ ସରକାରୀ ସ୍କୁଲରୁ ଏହି ଭିଡିଓ ସାମ୍‌ନାକୁ ଆସିଛି। ସ୍କୁଲର ପ୍ରଧାନ ଶିକ୍ଷକଙ୍କ ସମେତ ୨ ଅନ୍ୟ ଶିକ୍ଷକ ବିଭିନ୍ନ ମୌଳିକ ପ୍ରଶ୍ନର ଉତ୍ତର ଦେଇ ପାରୁ ନ ଥିବା ନେଇ ଭିଡିଓରେ ଦେଖିବାକୁ ମିଳିଛି। ସେହିପରି ଶିକ୍ଷକମାନେ ବଳରାମପୁର ଜିଲାପାଳ ଏବଂ ରାଜ୍ୟ ଡିଜିପିଙ୍କ ନାମ ମଧ୍ୟ କହିପାରି ନ ଥିଲେ। ଶିକ୍ଷକମାନେ ସରଳ ଇଂଲିଶ ଶବ୍ଦର ବନାନକୁ ଠିକ୍‌ ଭାବେ ଲେଖି ପାରି ନ ଥିବାରୁ ଛତିଶଗଡ଼ର ଶିକ୍ଷା ବ୍ୟବସ୍ଥାକୁ ନେଇ ଅନେକ ୟୁଜର୍ସ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri