ଛାତ୍ରୀଙ୍କୁ ପ୍ରେମକରି ବନ୍ଧାହେଲେ ଶିକ୍ଷକ

ଶେରଗଡ,୧୮ା୧୨(ସୂର୍ଯ୍ୟନାରାୟଣ ଦାଶ): ଜଣେ ନାବାଳିକା ଛାତ୍ରୀଙ୍କୁ ପ୍ରେମ କରିବା ଅଭିଯୋଗରେ ସୋମବାର ଗଞ୍ଜାମ ଜିଲା ଶେରଗଡ ବ୍ଲକ ବି. ବ୍ରହ୍ମପୁର ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗ୍ରାମବାସୀ ଖୁଣ୍ଟରେ ବାନ୍ଧି ପୋଲିସ ଜିମା ଦେଇଥିଲେ। ନାବାଳିକା ଛାତ୍ରୀଙ୍କ ବାପାଙ୍କ ଏତଲା କ୍ରମେ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ କଳା ଶିକ୍ଷକ ନିଳାମ୍ବର ଦାସ।
ପ୍ରକାଶ ଯେ, ଶିକ୍ଷକ ଜଣଙ୍କ ନାବାଳିକା ଛାତ୍ରୀଙ୍କୁ ଭଲ ପାଉଥିଲେ। ଏହା ଜାଣିବା ପରେ ତାଙ୍କୁ ତାଗିଦ୍‌ କରିବାକୁ ଗ୍ରାମର କେତେଜଣ ଲୋକ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କହିଥିଲେ। କିନ୍ତୁ ସେ କୌଣସି ପଦକ୍ଷେପ ନେଇ ନ ଥିଲେ। ଗତ ଶନିବାର ନାବାଳିକା ଜଣକ ବିଦ୍ୟାଳୟ ଯାଇଥିଲେ ମଧ୍ୟ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜା ଖୋଜି ପରେ ସମ୍ପୃକ୍ତ ଶିକ୍ଷକଙ୍କ ଘରୁ ଝିଅକୁ ପାଇଥିଲେ। ସୋମବାର ଗ୍ରାମବାସୀଙ୍କ ସହ ଛାତ୍ରୀଙ୍କ ପରିବାର ଲୋକେ ବିଦ୍ୟାଳୟ ମୁଖ୍ୟ ଗେଟ୍‌ରେ ତାଲା ପକାଇ ବାହାରେ ଜଗି ରହିଥିଲେ। ପୂର୍ବାହ୍ନ ୧୦ଟାରେ ଶିକ୍ଷକ ନିଳାମ୍ବର ବିଦ୍ୟାଳୟରେ ପହଞ୍ଚିବାରୁ ତାଙ୍କୁ ଗାଳିଗୁଲଜ କରିବା ସହ ଜୋର ଜବରଦସ୍ତି ଖୁଣ୍ଟରେ ବାନ୍ଧି ଦେଇଥିଲେ। ପୋଲିସ ପହଞ୍ଚତ୍ ଶିକ୍ଷକଙ୍କୁ ଉଦ୍ଧାର କରିଥିଲା। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ପ୍ରକାରେ ଶେରଗଡ଼ ପୋଲିସ ନଂ.୬୦୯/୨୩ରେ ମାମଲା ରୁଜୁ କରି ଘଟଣାର ଅଧିକ


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri