ଛାତ୍ରୀଙ୍କୁ ପ୍ରେମକରି ବନ୍ଧାହେଲେ ଶିକ୍ଷକ

ଶେରଗଡ,୧୮ା୧୨(ସୂର୍ଯ୍ୟନାରାୟଣ ଦାଶ): ଜଣେ ନାବାଳିକା ଛାତ୍ରୀଙ୍କୁ ପ୍ରେମ କରିବା ଅଭିଯୋଗରେ ସୋମବାର ଗଞ୍ଜାମ ଜିଲା ଶେରଗଡ ବ୍ଲକ ବି. ବ୍ରହ୍ମପୁର ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗ୍ରାମବାସୀ ଖୁଣ୍ଟରେ ବାନ୍ଧି ପୋଲିସ ଜିମା ଦେଇଥିଲେ। ନାବାଳିକା ଛାତ୍ରୀଙ୍କ ବାପାଙ୍କ ଏତଲା କ୍ରମେ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ କଳା ଶିକ୍ଷକ ନିଳାମ୍ବର ଦାସ।
ପ୍ରକାଶ ଯେ, ଶିକ୍ଷକ ଜଣଙ୍କ ନାବାଳିକା ଛାତ୍ରୀଙ୍କୁ ଭଲ ପାଉଥିଲେ। ଏହା ଜାଣିବା ପରେ ତାଙ୍କୁ ତାଗିଦ୍‌ କରିବାକୁ ଗ୍ରାମର କେତେଜଣ ଲୋକ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କହିଥିଲେ। କିନ୍ତୁ ସେ କୌଣସି ପଦକ୍ଷେପ ନେଇ ନ ଥିଲେ। ଗତ ଶନିବାର ନାବାଳିକା ଜଣକ ବିଦ୍ୟାଳୟ ଯାଇଥିଲେ ମଧ୍ୟ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜା ଖୋଜି ପରେ ସମ୍ପୃକ୍ତ ଶିକ୍ଷକଙ୍କ ଘରୁ ଝିଅକୁ ପାଇଥିଲେ। ସୋମବାର ଗ୍ରାମବାସୀଙ୍କ ସହ ଛାତ୍ରୀଙ୍କ ପରିବାର ଲୋକେ ବିଦ୍ୟାଳୟ ମୁଖ୍ୟ ଗେଟ୍‌ରେ ତାଲା ପକାଇ ବାହାରେ ଜଗି ରହିଥିଲେ। ପୂର୍ବାହ୍ନ ୧୦ଟାରେ ଶିକ୍ଷକ ନିଳାମ୍ବର ବିଦ୍ୟାଳୟରେ ପହଞ୍ଚିବାରୁ ତାଙ୍କୁ ଗାଳିଗୁଲଜ କରିବା ସହ ଜୋର ଜବରଦସ୍ତି ଖୁଣ୍ଟରେ ବାନ୍ଧି ଦେଇଥିଲେ। ପୋଲିସ ପହଞ୍ଚତ୍ ଶିକ୍ଷକଙ୍କୁ ଉଦ୍ଧାର କରିଥିଲା। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ପ୍ରକାରେ ଶେରଗଡ଼ ପୋଲିସ ନଂ.୬୦୯/୨୩ରେ ମାମଲା ରୁଜୁ କରି ଘଟଣାର ଅଧିକ


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri