ସୋସିଆଲ ମିଡିଆରେ ଅଶ୍ଳୀଳ ଫଟୋ ଶେୟାର କଲେ ଶିକ୍ଷୟିତ୍ରୀ, ଆଉ ତା’ ପରେ…

ମସ୍କୋ,୧୦ା୧୨: ରୁଷିଆର ଜଣେ ଶିକ୍ଷୟିତ୍ରୀଙ୍କ ଏମିତି ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥି ପାଇଁ ତାଙ୍କୁ ଚାକିରି ହରାଇବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣକ ଅଶ୍ଳୀଳ ଭିଡିଓ କରି ଏହାକୁ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଭିଡିଓ ଭାଇରାଲ ହେବା ପରେ ତାଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ପ୍ରଥମେ ଶିକ୍ଷୟିତ୍ରୀ ଜଣକ ବେଡ୍‌ରୁମ୍‌ରେ ଡ୍ରେସ୍‌ ଖୋଲୁଥିବାର ଭିଡିଓରେ ଦେଖିବାକୁ ପାଇବେ। ଏହି ଶିକ୍ଷୟିତ୍ରୀ ଜଣକ ହେଲେ ୨୩ ବର୍ଷୀୟା ଭିକ୍ଟୋରିଆ କାଶୀରିନା। ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏହି ଅଶ୍ଳୀଳ ଭିଡିଓ ଶେୟାର କରିଥିଲେ। ଏଥିରେ ଦେଖିବାକୁ ମିଳିଛି, ସେ ସ୍କୁଲରୁ ଫେରିବା ପରେ ପ୍ରଥମେ ନିଜର କୋଟ୍‌ ଖୋଲୁଛନ୍ତି। ଧୀରେ ଧୀରେ ସମସ୍ତ କପଡ଼ା ଖୋଲୁଛନ୍ତି। ଏଥିସହିତ ସେ ବହୁତ ଅଶ୍ଳୀଳ ପୋଜ୍‌ ମଧ୍ୟ ଦେଇଥିବା ଦେଖିବାକୁ ମିଳିଛି।

ଭିଡିଓ ଦେଖିବା ପରେ ଅଭିଭାବକମାନେ ମଧ୍ୟ ଲାଜେଇ ଯାଇଥିବା କହିଛନ୍ତି। ସେମାନେ ସ୍କୁଲ ପ୍ରଶାସନ ନିକଟରେ ଅଭିଯୋଗ କରିବା ପରେ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ଚାକିରିରୁ ବାହାର କରିଦେଇଛନ୍ତି।

ଜଣେ ଛାତ୍ରୀଙ୍କ ମା’ କହିଛନ୍ତି, ଦୟାକରି ସୋସିଆଲ ମିଡିଆରେ ଏମିତି ଅଶ୍ଳୀଳ ଭିଡିଓ ପୋଷ୍ଟ କରନ୍ତୁ ନାହିଁ। ନଚେତ୍‌ ଆପଣ ଆପଣଙ୍କ ସୋସିଆଲ ମିଡିଆ ବନ୍ଦ କରିଦିଅନ୍ତୁ। ଆପଣଙ୍କୁ ଏଥିରୁ ଲୋକପ୍ରିୟତା ମିଳୁଛି, ମାତ୍ର ମୋ ଝିଅ ଉପରେ ଏହାର କୁପ୍ରଭାବ ପଡୁଛି। ସେହିପରି ଅନ୍ୟ ଜଣେ ଅଭିଭାବକ କହିଛନ୍ତି, ଆପଣଙ୍କୁ ଲାଜ ଲାଗୁନି। ଛାତ୍ରମାନେ ଆପଣଙ୍କଠୁ କ’ଣ ଶିକ୍ଷା କରିବେ। ଜଣେ ଶିକ୍ଷୟିତ୍ରୀ କହିଛନ୍ତି, ଯଦି ଆପଣଙ୍କୁ ଏପରି ଅଶ୍ଳୀଳ ଭିଡିଓ କରିବାର ଅଛି, ତେବେ ସୋସିଆଲ ମିଡିଆରେ ପୋଷ୍ଟ କରନ୍ତୁ ନାହିଁ। ନଚେତ୍‌ ସବୁ ପିଲାଙ୍କୁ ବ୍ଲକ କରି ଭିଡିଓ ପୋଷ୍ଟ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?