ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ଶିକ୍ଷକ

କେନ୍ଦୁଝର,୧୭ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଏକ ପ୍ରାଥମିକ ସ୍କୁଲରେ ଜଣେ ୧୨ ବର୍ଷର ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି।। ତାଙ୍କ ନାମ ଅନିଲ ମନ୍ତ୍ରୀ ବୋଲି ଜଣାପଡ଼ିଛି। ମଙ୍ଗଳବାର ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ କରିବା ପରେ ଅଭିଯୁକ୍ତ ଶିକ୍ଷକଙ୍କୁ ଅଟକ ରଖିଥିଲା। ଅଭିଯୋଗ ମିଳିବା ପରେ କେସ୍‌ ନମ୍ବର ୬୬/୨୦୨୩ରେ ମାମଲା ରୁଜୁ କରି ତଦନ୍ତ ଚାଲିଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସଦର ଥାନା ଅଧିକାରୀ ଜୋନ କୁଜରୁ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୫ରେ କଂଗ୍ରେସ ଛାଡ଼ି ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଭାଜପାରେ ଯୋଗ ଦେଇଥିଲେ। ୨୦୨୩ରେ ଭଭୟ ବାପ-ପୁଅ ଭାଜପା ଛାଡ଼ି ଭାରତ ରାଷ୍ଟ୍ର ସମିତିରେ ସାମିଲ ହୋଇଥିଲେ। ଏବେ ପୁଣି ନିଜ ଦଳକୁ ଫେରିଥିବାରୁ ଦଳୀୟ କର୍ମୀମାନେ ଆନନ୍ଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri