କ୍ଲାସ ସାରି ଘରକୁ ଫେରୁଥିଲେ, ଅଧ୍ୟାପକଙ୍କୁ ହାଣି ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୨୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୁରିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ପାଟପୁର ଥାନା ସିଙ୍ଗପୁର ଗ୍ରାମର କାଳୁ ଚରଣ ସାହୁଙ୍କୁ କେତେଜଣ ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କ ମୋବାଇଲ ଫୋନ,ମନିପର୍ସ ଲୁଟି ନେଇଥିବା ଜଣାପଡିଛି। ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟାରେ କ୍ଲାସ ସାରି ଅଧ୍ୟାପକ ସାହୁ ତାଙ୍କ ବାଇକରେ ଯାଉଥିବା ବେଳେ କଇଠଖଣ୍ଡିି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମ – କଣ୍ଡାଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଲୁଟର ଶିକାର ହୋଇଥିଲେ। ରାସ୍ତାରେ ଯାଉଥିବା କିଛି ବ୍ୟକ୍ତି ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri