ରାୟଗଡ଼ା ଅଫିସ,୨୪।୧୨: ରାୟଗଡା ଜିଲା କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଅନ୍ତର୍ଗତ ତୁରେଇଘାଟି ଗ୍ରାମରେ ଜଣେ ମାନସିକ ବିକୃତ ବ୍ୟକ୍ତିଙ୍କ ଆକ୍ରମଣରେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତ ଶିକ୍ଷକ ହେଲେ ମୁକୁନ୍ଦ ପ୍ରସାଦ ନାଥଶର୍ମା । ତାଙ୍କ ଘର ଡଙ୍ଗାସିଲ ଗ୍ରାମରେ ।
ସୂଚନାଯୋଗ୍ୟ, ମୁକୁନ୍ଦ ସବୁଦିନ ଭଳି ଶୁକ୍ରବାର ନିଜ ସାଇକେଲରେ ତୁରେଇଘାଟି ବିଦ୍ୟାଳୟ ଯାଇଥିଲେ । ବିଦ୍ୟାଳୟ କାମ ଶେଷ କରି ଘରକୁ ଫେରିବା ବେଳେ ଜଣେ ମାନସିକ ବିକୃତ ବ୍ୟକ୍ତି ତାଙ୍କ ଉପରେ ଆକ୍ରମଣ କରିଥିଲେ । ସେ ଏକ ଧାରୁଆ ଅସ୍ତ୍ରରେ ମୁକୁନ୍ଦଙ୍କ ଉପରେ ଆକ୍ରମଣ କରିଥିଲେ । ଫଳରେ ମୁକୁନ୍ଦ ଗୁରୁତର ହୋଇଥିଲେ । କିଛି ସମୟ ମଧ୍ୟରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ କାଶୀପୁର ବ୍ଲକ ଅଞ୍ଚଳର ଶିକ୍ଷକ ସମେତ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡିଛି ।
Posted inଆମ ଜିଲା ଖବର, ରାୟଗଡା View All

ଗଞ୍ଜାମ ଏନ୍ଏସି ଉପାଧ୍ୟକ୍ଷ ହେଲେ ସୁରେନ୍ଦ୍ର ବାରିକ
ଗଞ୍ଜାମ,୭ା୪(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ଏଥିରେ ୧ ନଂ ଓ୍ବାର୍ଡର ବିଜେଡି କାଉନସିଲର ସୁରେନ୍ଦ୍ର ବାରିକ ଉପାଧ୍ୟକ୍ଷ ଭାବେ...

ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍ ରୁଜୁ
କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର...

ଖଣିଜ ଚୋରା ଚାଲାଣ ପାଇଁ ହ୍ବାଟ୍ସଆପ୍ ଗ୍ରୁପ୍
ଓଡ଼ାପଡ଼ା,୧୦।୭(ଡି.ଏନ୍.ଏ.)ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲରେ ବାଡ଼ ଖାଉଛି ଫସଲ। ଚଢ଼ାଉ ପୂର୍ବରୁ ପ୍ରଶାସନର ବ୍ଲୁ-ପ୍ରିଣ୍ଟ ସମ୍ପର୍କରେ ତହସିଲ କର୍ମଚାରୀ ଅସାଧୁ ବ୍ୟବସାୟୀଙ୍କୁ ପଠାଇ ଦେଉଛନ୍ତି ସୂଚନା।...

ଜବରଦଖଲକାରୀଙ୍କୁ ପୋଲିସର ଅନୁକମ୍ପା
ନୟାଗଡ଼ ଅଫିସ/ରଣପୁର, ୩୧।୭(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍ଏସିର ସାନଗଡ଼ରେ ଜଣେ ବ୍ୟବସାୟୀ ଶିଶୁ ଉଦ୍ୟାନ ପାଇଁ ଖୋଳାଯାଇଥିବା ନିଅଁ ପୋତିବା ପରେ ଉତ୍ତେଜନା ଦେଖାଦେଇଛି।...
୨୭ରେ ଭାରତ ବନ୍ଦ ସଫଳ କରିବାକୁ ଆହ୍ବାନ
କଟକ ଅଫିସ, ୨୫।୯ :ତିନୋଟି କୃଷି ଆଇନ ଓ ବିଦ୍ୟୁତ ବିଲ୍ ବାତିଲ୍, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଦାବିରେ ସଂଯୁକ୍ତ...

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ
ଛତ୍ରପୁର,୭ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ...

ଚକାପାଦ ଘାଟିରୁ ଖସୁଛି ଅତଡା, ପଥର
ଶଙ୍କରାଖୋଲା,୨୫ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ଟିକାବାଲି ଠାରୁ ଚକାପାଦ ପ୍ରାୟ ୧୮ କିମି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଥିବା ବେଳେ ଚକାପାଦ ଘାଟି ଶେଷ ଯାଏ ପ୍ରାୟ...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ
ରୂପ୍ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା...