ଗାଧୋଇବାକୁ ଯାଇ କେନାଲରେ ଭାସିଗଲେ ଶିକ୍ଷକ

ବରଗଡ଼ ଅଫିସ,୨୩ା୧୦: ବରଗଡ଼ ମୁଖ୍ୟ କେନାଲରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ଶିକ୍ଷକ ଭାସି ଯାଇଛନ୍ତି। ସେ ହେଲେ ବରଗଡ଼ ବ୍ଲକ ଅନ୍ତର୍ଗତ ସିମେଣ୍ଟ ନଗର ନିକଟ ସ୍କୁଲ ପଡ଼ାର ଜଳନ୍ଧର କଲେତ୍‌ (୭୦)। ଜଳନ୍ଧର ଭଟଲି ବ୍ଲକ ଅନ୍ତର୍ଗତ ବାଞ୍ଜିପାଲି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ ଏବଂ ଅବସର ଗ୍ରହଣ ପରେ ଘରେ ଥିଲେ। ଶୁକ୍ରବାର ସେ ନିକଟସ୍ଥ ବରଗଡ଼ ମୁଖ୍ୟ କେନାଲକୁ ଗାଧୋଇବାକୁ ଯାଇଥିଲେ ଏବଂ ଗାଧୋଉ ଥିବା ସମୟରେ କେନାଲ ପାଣିରେ ଭାସି ଯାଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଖବର ପାଇ ବରଗ’ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଖୋଜାଖାଜି କରୁଛନ୍ତି। ଖବର ଲେଖା ହେବା ସୁଦ୍ଧା ତାଙ୍କ ସନ୍ଧାନ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଜିରେ ଲାଗୁଛି ପକ୍ଷୀଙ୍କ ଜୀବନ

ମହାକାଳପଡା, ୨୫।୧(ଡି.ଏନ.ଏ.) : ପକ୍ଷୀପଶୁଙ୍କୁ ନିର୍ଯାତନା ଦେବା, ବଳପୂର୍ବକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ କରି ଲଢେଇ କରିବା ଏହା ଧର୍ତ୍ତବ୍ୟ ଅପରାଧ। ଜୀବେ ନିଷ୍ଠୁରତା ନିବାରଣ ଆଇନ...

ଶହେ କିଲୋମିଟର ବେଳାଭୂମିକୁ ସଫା କଲେ ୧୦ହଜାର ସ୍ବେଚ୍ଛାସେବୀ

ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ...

ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ...

ଗାଁ ମୁଣ୍ଡରେ ଲାଗିଲା ବାଉଁଶ: ବାହାର ଲୋକ ଆସିବା ମନା

ଗୋପ,୨୬ା୩(ଡି.ଏନ୍‌.ଏ.)- ଦେଶରେ ଲକଡାଉନ ଘୋଷଣା ପରେ ଗୋପ ବ୍ଲକର ୧୦୦ରୁ ଊଦ୍ଧର୍‌ବ ଗାଁ ମୁଣ୍ଡରେ ଯୁବକମାନେ ବାଉଁଶ ଧଡ଼ା ଲଗାଇ ଦେଇଛନ୍ତି। ଏହାସହ କୌଣସି ବାହାର...

ପୁରୀ ସେବାୟତଙ୍କୁ କରୋନା: କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ପୁରୀ ଅଫିସ୍‌,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ...

ଗଞ୍ଜାମ ସହରକୁ କରୋନା ମୁକ୍ତ ପାଇଁ ଶପଥ

ଗଞ୍ଜାମ,୨୪।(ଡି.ଏନ.ଏ.): ଗଞ୍ଜାମ ସହରରୁ ସମ୍ପୂର୍ଣ୍ଣ କରୋନା ମୁକ୍ତ ନିମନ୍ତେ ତହସିଲଦାର ଅବନୀ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏହି...

ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି।...

ଚାହିଦା ଅଧିକ, ମିଳୁନି ମୂଲ୍ୟ

କେନ୍ଦୁଝର, ୪।୧୨(ସ୍ବ.ପ୍ର.)- କନ୍ଦମୂଳ। ଯେମିତି ମିଠା ସେମିତି ସୁସ୍ବାଦୁ। କେନ୍ଦୁଝର ଜିଲାରେ ଅମଳ ହେଉଥିବା କନ୍ଦମୂଳର ସ୍ବତନ୍ତ୍ର ଚାହିଦା ରହିଛି। ଏହା ସ୍ଥାନୀୟ ଆଦିବାସୀଙ୍କ ପ୍ରିୟ...

Play 250+ Trending Games
Archives

Model This Week

Why Dharitri