ଶିକ୍ଷୟିତ୍ରୀଙ୍କ ଅଶ୍ଳୀଳ ଫଟୋ ଉଠାଇ ଜେଲ୍‌ ଗଲେ ଶିକ୍ଷକ

ପଦ୍ମପୁର,୧୩ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଣେ ଶିକ୍ଷୟିତ୍ରୀଙ୍କ ଅଶ୍ଲୀଳ ଫଟୋ ଉଠାଇ ଜେଲ୍‌ ଯାଇଛନ୍ତି ଜଣେ ଶିକ୍ଷକ।
ସୂଚନାଯୋଗ୍ୟ, ସଂପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଫଟୋ ଉଠାଇ ତାଙ୍କ ଶାଶୁଘରକୁ ପଠାଇ ବ୍ଲାକ୍‌ ମେଲିଂ କରୁଥିଲେ। ଏନେଇ ଅଭିଯୋଗ ହେବା ପରେ ଶିକ୍ଷକଙ୍କୁ ସୋମବାର ସକାଳେ କୋର୍ଟ ଚାଲାଣ କରିଛି ନାୟକାଣିଡିହି ପୋଲିସ। ଏନେଇ ଥାନାରେ କେସ ନମ୍ବର ୭୪/୨୦ରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଶିକ୍ଷକ ହେଲେ କିସ୍ମତକୃଷ୍ଣପୁର ଗ୍ରାମର ଚକ୍ରଧର ସେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ...

ଘୋଷଣାରେ ରହିଛି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ। ଆଇସିୟୁ, ଭେଣ୍ଟିଲେଟର ନ ଥିବା ଯୋଗୁ ଗୁରୁତର ରୋଗୀ ପଡ଼ୋଶୀ ଜିଲା ଏବଂ ଆନ୍ଧ୍ରପ୍ରଦେଶ...

ଶଟ୍‌ଡାଉନ୍‌ କରିଥିବା ସରପଞ୍ଚଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଛତ୍ରପୁର,୧୧ା୫(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତର ସରପଞ୍ଚ ଶାନ୍ତିଲତା ନାୟକଙ୍କ ସମୟୋଚିତ  ପଦକ୍ଷେପକୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି...

ସୁବର୍ଣ୍ଣପୁର ଦ୍ୱୀପରେ ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ

ଭୋଗରାଇ, ୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ସମୁଦ୍ର କୂଳ ତାଳସାରୀ ନିକଟସ୍ଥ ସୁବର୍ଣ୍ଣପୁର ଦ୍ୱୀପରେ ଗୋଟିଏ ଅଲିଭ୍‌ ରିଡ୍‌ଲେ କଇଁଛ ସୋମବାର ପ୍ରତ୍ୟୁଷରୁ ୭୫ଟି ଅଣ୍ଡା ଦେଇ...

ଖବରଦାତାଙ୍କୁ ଆକ୍ରମଣ

କେନ୍ଦୁଝର, ୨୨।୪(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ପୋଲିସ ବୁଧବାର ଲକ ଡାଉନ ପାଇଁ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଜଣେ ଖବରଦାତାଙ୍କୁ ଆକ୍ରମଣ କରାଯାଇଛି। ଏହାକୁ ନେଇ ଟାଉନ ଥାନାରେ...

ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨...

ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶ

ସୁନ୍ଦରଗଡ଼,୯।୧୦(ଡି.ଏନ୍‌.ଏ.): ନାବାଳିକା ସାବତ ଝିଅକୁ ୪ବର୍ଷ ଧରି ବଳାତ୍କାର କରିବା ମାମଲାରେ ଅଭିଯୁକ୍ତ ସାବତ ବାପାଙ୍କୁ ସୁନ୍ଦରଗଡ଼ ପକ୍‌ସୋ ଅଦାଲତ ଶୁକ୍ରବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ...

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ

ରଣପୁର,୧୨।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ବର୍ତ୍ତମାନର ଲୋ଼ଧାଚୁଆ ଆରଆଇ ବିରୂପାକ୍ଷ ବିଶ୍ୱାଳ ଓ...

Advertisement
Archives

Model This Week