ଶିକ୍ଷୟିତ୍ରୀଙ୍କ ଅଶ୍ଳୀଳ ଫଟୋ ଉଠାଇ ଜେଲ୍‌ ଗଲେ ଶିକ୍ଷକ

ପଦ୍ମପୁର,୧୩ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଣେ ଶିକ୍ଷୟିତ୍ରୀଙ୍କ ଅଶ୍ଲୀଳ ଫଟୋ ଉଠାଇ ଜେଲ୍‌ ଯାଇଛନ୍ତି ଜଣେ ଶିକ୍ଷକ।
ସୂଚନାଯୋଗ୍ୟ, ସଂପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଫଟୋ ଉଠାଇ ତାଙ୍କ ଶାଶୁଘରକୁ ପଠାଇ ବ୍ଲାକ୍‌ ମେଲିଂ କରୁଥିଲେ। ଏନେଇ ଅଭିଯୋଗ ହେବା ପରେ ଶିକ୍ଷକଙ୍କୁ ସୋମବାର ସକାଳେ କୋର୍ଟ ଚାଲାଣ କରିଛି ନାୟକାଣିଡିହି ପୋଲିସ। ଏନେଇ ଥାନାରେ କେସ ନମ୍ବର ୭୪/୨୦ରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଶିକ୍ଷକ ହେଲେ କିସ୍ମତକୃଷ୍ଣପୁର ଗ୍ରାମର ଚକ୍ରଧର ସେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ

ବ୍ରହ୍ମପୁର ଅଫିସ୍‌,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍‌ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍‌ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର...

ବିଏମ୍‌ସିର ପ୍ରସ୍ତାବିତ ଡିଡିଏନ୍‌ ପ୍ରକଳ୍ପ ବନ୍ଦ : କାର୍ଯ୍ୟକାରୀ ନ ହେଉଣୁ ମିଳିଛି ସ୍କଚ୍‌ ପୁରସ୍କାର

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ପ୍ରସ୍ତାବିତ ଡିଜିଟାଲ ଡୋର ନମ୍ବରିଂ (ଡିଡିଏନ୍‌) ଯୋଜନା ବନ୍ଦ ହୋଇଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପୂର୍ବରୁ...

ଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀ

ହାଟଡିହୀ, ୧୦।୧୨(ଡି.ଏନ.ଏ.)- ସମାଜସେବା କରିବା ସକାଶେ ଯୁବଗୋଷ୍ଠୀଙ୍କୁ ଉତ୍ସାହିତ କରି ବେଶ୍‌ ଚର୍ଚ୍ଚାକୁ ଆସିଛନ୍ତି ଉମାକାନ୍ତ। ସେ ନିଜ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଯୁବକଙ୍କୁ ଏକାଠି...

ଖୋର୍ଦ୍ଧାରୋଡ୍‌ ରେଲୱେ ପକ୍ଷରୁ ହାଓଡ଼ାକୁ ଅଣ୍ଡା ପରିବହନ

ଜଟଣୀ,୬ା୪(ଡି.ଏନ୍‌.ଏ.): ଦେଶସାରା ଲକ୍‌ଡାଉନ୍‌ ଘୋଷଣା ଯୋଗୁ ରେଲୱେର ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଛି। ହେଲେ ରେଲୱେ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପରିବାହନ ଜାରି ରହିଛି।...

ମା’ ବାଙ୍କେଶ୍ୱରୀଙ୍କ ପ୍ରସିଦ୍ଧ ଡିମ୍ବୁଳା ଯାତ୍ରାରେ ମୁଣ୍ଡନ ହେଲେ ୧୦ ହଜାରରୁ ଊର୍ଦ୍ଧ୍ବ ଶିଶୁ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୧୧।୩(ଡି.ଏନ୍‌.ଏ.): ପ୍ରତିବର୍ଷ ଭଳି ଚଳିତବର୍ଷ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ପୀଠରେ ରବିବାର ରାତିରୁ ଆରମ୍ଭ ହୋଇଥିଲା ପ୍ରସିଦ୍ଧ...

ଅଗ୍ନିକାଣ୍ଡ: ୩ ବଖରା ଭସ୍ମୀଭୂତ

ବନ୍ତ,୧୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ଦେବଗଡ଼ି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁରେନ୍ଦ୍ର ଜେନା, ଗୌରାଙ୍ଗ ଜେନା ଓ...

ସ୍ବାଭିମାନ ଅଞ୍ଚଳରେ ସରିଲାଣି ୯୦ କିମି ମାଟି, ୨୦ କିମି ପିଚୁ

ମାଲକାନଗିରି,୬|୩ (ଡି.ଏନ୍‌.ଏ.) – ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରାଙ୍କୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ...

ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ

ଜୟପୁର,୨୯ା୫(ଡି.ଏନ୍‌.ଏ.)-ଚାଷୀଙ୍କ ଅମଳ ରବିଧାନ କ୍ରୟ ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଣ୍ଡି ଆରମ୍ଭ ହୋଇଛି। ମାତ୍ର ଚାଷୀଙ୍କ ଅମଳ ଧାନ ନିମ୍ନମାନର ଆଳ ଦେଖାଇ କୁଇଣ୍ଟାଲ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *