Posted inବୌଦ୍ଧ

ଶିକ୍ଷକଙ୍କ ବାଇକ ଡିକି ଭାଙ୍ଗି ନେଇଗଲେ ୭୬ ହଜାର ଟଙ୍କା

ହରଭଙ୍ଗା,୧୪।୯ -ବୌଦ୍ଧ ଜିଲା ପୁରୁଣା କଟକ ଥାନା ତିଳେଶ୍ୱର ବଜାର ମଧ୍ୟରୁ ସୋମବାର ଶିକ୍ଷକ ପ୍ରତାପ କିଶୋର ବେହେରାଙ୍କ ବାଇକ ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୭୬୩୦୦ ଟଙ୍କା ନେଇଯାଇଛନ୍ତି। ଏ ନେଇ ପ୍ରତାପ ପୁରୁଣା କଟକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସିସି ଟିଭି ଫୁଟେଜକୁ ଆଧାର କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SIR କାମ ଚାପରେ ଜୀବନ ହାରିଲେ ପ୍ରଧାନଶିକ୍ଷକ!

ବୌଦ୍ଧ,୧୯।୬: ବୌଦ୍ଧ ଜିଲା ଡିମିରିଖୋଲ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri