ଆଖିବୁଜିଲେ ତହସିଲର କର୍ମଚାରୀ, କାମସାରି ଘରକୁ ଫେରିଲା ବେଳେ…

ବରୀ,୧୫।୮(ମହେନ୍ଦ୍ର ସ୍ବାଇଁଁ) : ଯାଜପୁର ଜିଲା ବରୀ ତହସିଲର କର୍ମଚାରୀ ଅନିଲ କୁମାର ବାନାରାଙ୍କର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ( ୪୫) ବର୍ଷ ବୟସ ହୋଇଥିଲା। ବୁଧବାର ସାରେ ତହସିଲ କାର୍ଯ୍ୟାଳୟରୁ ନିଜ ବାସ ଭାବନକୁ ବାହାରିବା ସମୟରେ ହଟାତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଚିକିତ୍ସା ନିମନ୍ତେ ବରୀ ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେତାଙ୍କ ଅବସ୍ଥା ଗୁରୁତର ହେବାରୁ ଅଧିକା ଚିକିତ୍ସା ନିମନ୍ତେ କଟକ ବଡ ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ସୂଚନା ମୁତାବକ ସେ ୫ବର୍ଷ ଧରି ବରୀ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ତାଙ୍କର ମୃତ୍ୟୁ  ଖବର ପାଇ ବରୀ ଓକିଲ ସଂଘର ସଭାପତି ରାଜ କିଶୋର ସାମଲ ଙ୍କ ସଭାପତିତ୍ୱରେ ଏକ ଶୋକ ସଭା କରାଯାଇଛି। ଉକ୍ତ ଶୋକ ସଭାରେ ଓକିଲ ସଂଘର ସଭାପତିତ୍ୱ ସମେତ ଭବାନୀ ଶଙ୍କର ପଣ୍ଡା, ଅଭୟ ବେଉରିଆ,ଧୀରେନ୍ଦ୍ର ସୱାଇଁ, ତପନ ଜେନାଙ୍କ ସମେତ ତହସିଲର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri