ବେଆଇନ ଇଟାଭାଟି ଭାଙ୍ଗିଲେ ତହସିଲଦାର

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ରାଜସ୍ବ ଫାଙ୍କି ବେଆଇନ ଭାବରେ ଇଟାଭାଟି କରି ପରିବେଶକୁ ପ୍ରଦୂଷଣ କରିବାରେ ଲାଗିଛନ୍ତି। ଏହାକୁ ନେଇ ୪୦ ଜଣ ଇଟାଭାଟି ମାଲିକଙ୍କୁ ଜରିମାନା ଧାର୍ଯ୍ୟ କରାଯାଇଛି। ମାତ୍ର ଏହାକୁ କିଛି ମାଲିକ ଖାତିର ନ କରି ରାଜସ୍ବ ଫାଙ୍କି ଲକ୍ଷଲକ୍ଷର ଇଟା ପକାଉଛନ୍ତି। ଏହାକୁ ନେଇ ରବିବାର ତହସିଲଦାର ନିତିଶ କୁମାର ତ୍ରିପାଠୀ, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁଙ୍କ ସମେତ ରାଜସ୍ବ ବିଭାଗୀୟ କର୍ମଚାରୀମାନେ ପାଣ୍ଡିଆ ନିକଟରେ ଥିବା ଏକ ଇଟାଭାଟିକୁ ଜେସିବି ଲଗାଇ ଭାଙ୍ଗିଛନ୍ତି। ଏହି ଅଭିଯାନ ଜାରି ରହିବ। ସମସ୍ତ ବେଆଇନ ଭାବେ ଗଢ଼ି ଉଠିଥିବା ଇଟାଭାଟିକୁ ଭଙ୍ଗା ଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଓଡ଼ିଶାରେ ତାତିଲେ ଚାଷୀ

ସମ୍ବଲପୁର,୬ା୧୨(ବ୍ୟୁରୋ): ପଶ୍ଚିମ ଓଡିଶା କୃଷକ ସଙ୍ଗଠନ ଆହ୍ବାନରେ ଶନିବାର ବିଭିନ୍ନ ଜିଲାର ଚାଷୀ ସଙ୍ଗଠନ ରାସ୍ତାକୁ ଓହ୍ଳାଇଛନ୍ତି। ନୂଆପଡ଼ା ଓ କଳାହାଣ୍ଡି ବ୍ୟତୀତ ପ୍ରାୟ ସମସ୍ତ...

ଚନ୍ଦକା ଗଲେ ୭ ଚିତ୍ରାହରିଣ: ଶାଗୁଣା ଅଣ୍ଡା, କଟାସ ଆସିଲା ଡାକ୍ତରଖାନା

ବାରଙ୍ଗ,୫।୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିତ୍ରାହରିଣମାନଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଚିତ୍ରାହରିଣଙ୍କୁ ଚନ୍ଦକା ଜଙ୍ଗଲରେ...

ଅସହାୟ ମା’,ଝିଅଙ୍କୁ ସହାୟତାର ହାତ ବଢ଼ାଇଲେ ତହସିଲଦାର

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ପଞ୍ଚାୟତର ପଠାଣ ମହାଲାରେ ରହୁଥିବା ମା’ ୱାହେଦା ପରବିନ୍‌ ଓ ତାଙ୍କ ୧୨ବର୍ଷର ଝିଅଙ୍କୁ ରସୁଲପୁର ତହସିଲଦାର...

ମୁଖ୍ୟ ଚିକିତ୍ସାଳୟରେ ସୁଧୁରୁନି ସ୍ବାସ୍ଥ୍ୟସେବା: ଫନୀ ପରଠାରୁ ଲିଫ୍ଟ ଅଚଳ, ନିୟମିତ ହେଉନି ସଫେଇ

ପୁରୀ ଅଫିସ,୧୯ା୧: ମୋ ସରକାର ଯୋଜନାରେ ସ୍ବାସ୍ଥ୍ୟସେବାକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ମାତ୍ର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଏହାର କୌଣସି ପ୍ରଭାବ...

ଡିଜେ ସହ ଗାଡ଼ି ଜବତ କଲା ପୋଲିସ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ବିନା ଅନୁମତିରେ ବେଆଇନ ଭାବେ ବହୁଳ ମାତ୍ରାରେ ଡିଜେ ବ୍ୟବହାର ହେଉଥିଲା। ଶନିବାର ଏନେଇ ଏକ...

ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ୨ ଗିରଫ

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ତାଳପଦା ଗ୍ରାମପଞ୍ଚାୟତ କାଳିଆଜିଆଣି ସଂରକ୍ଷିତ ୧ ନଂ. ଜଙ୍ଗଲରେ ନିଆଁ ଲଗାଇବା ଘଟଣାରେ ଶୁକ୍ରବାର...

ଟ୍ରେନ୍‌ରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଘଟଣା: ଅଭିଯୁକ୍ତ ଗିରଫ

ଜଟଣୀ, ୫।୧(ଡି.ଏନ.ଏ.): ବନ୍ଧୁକ ଦେଖାଇ ଅନ୍ୟ ଯାତ୍ରୀଙ୍କୁ ଭୟଭୀତ କରିବା ସହ ଟ୍ରେନ୍‌ ମଧ୍ୟରେ ଆତଙ୍କ ସୃଷ୍ଟି ଘଟଣାରେ ଖୋର୍ଦ୍ଧାରୋଡ ରେଲୱେ ପୋଲିସ ସୋମନାଥ ପାଢୀ(୩୮)ଙ୍କୁ...

ହାତରୁ ବନ୍ଧୁକ ଛଡ଼ାଇଲା ପ୍ରେମ

ବନ୍ତଳା, ୨୧।୧୧ – ଏକଦା ଲାଲ୍‌ଗଡ଼ରେ ଥିଲା ସେମାନଙ୍କ ରାଜୁତି। ଦୁର୍ନୀତି ବିରୋଧରେ ଉଠାଇଥିଲେ ବନ୍ଧୁକ। ମାଓବାଦୀ ସଙ୍ଗଠନ ବିଷୟରେ ମତାଉଥିଲେ ଲୋକଙ୍କୁ। ହେଲେ ହିଂସା...

Advertisement


Archives

Model This Week