କୋଭିଡ୍‌ ନିୟମ କଡ଼ାକଡ଼ି: ମଲ୍‌ ବୁଲି ଲୋକଙ୍କୁ ବୁଝାଇଲେ ତହସିଲ୍‌ଦାର

ରାୟଗଡ଼ା ଅଫିସ,୨୮।୩: ସାରା ଦେଶରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏନେଇ କଟକଣା କଡ଼ାକଡ଼ି କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ରାୟଗଡା ଜିଲାରେ ମଧ୍ୟ ନିୟମ କଡ଼ାକଡ଼ି ହୋଇଛି। ଏହି ପରିପ୍ରେକ୍ଷୀରେ ରବିବାର ସକାଳୁ ତହସିଲ୍‌ଦାର ଉମା ଶଙ୍କର ବେହେରା, ଅତିରିକ୍ତ ତହସିଲ୍‌ଦାର ସୁନୀଲ ଖରା ଏବଂ ଟାଉନ ଥାନା ପୋଲିସ ମିଶି ସହରରେ ଥିବା ବିଭିନ୍ନ ମଲ, ବଜାର ବୁଲି ନିୟମ ମାନିବାକୁ ଲୋକଙ୍କୁ ବୁଝାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀରୁ ପୌର ପାଳିକାରେ ଲାଗୁହେବ ମୋ ସରକାର

ପାରାଦୀପ,୧୨ା୧୨(ସ୍ବ.ପ୍ର.): ୨୦୨୦ ଜାନୁୟାରୀ ପହିଲାରୁ ପାରାଦୀପ ପୌରପାଳିକାରେ ମୋ ସରକାର ଯୋଜନା ଲାଗୁହେବ। ଏହା ଜାନୁୟାରୀ ୧୦ ପର୍ଯ୍ୟନ୍ତ ପରୀକ୍ଷାମୂଳକ ଭାବେ ଚାଲିବ। ତା’ପରଠାରୁ ପୂର୍ଣ୍ଣାଙ୍ଗଭାବେ...

ଗଁ। ମୁଣ୍ଡରେ ସଚେତନ କଲେ ଯୁବଗୋଷ୍ଠୀ

କେନ୍ଦୁଝର, ୨୬ା୩(ନରେଶ ପଟ୍ଟନାୟକ)-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା ପରେ ସବୁଠି କଟକଣା ଲାଗୁ ହୋଇଛି। ପୋଲିସ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି।...

ଦିଆସିଲି ବୋଝେଇ ଟ୍ରକ ଜଳିଗଲା

ଭଣ୍ଡାରିପୋଖରୀ,୧୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୧୬ନଂ. ଜାତୀୟ ରାଜପଥର ଛତାବର ଛକ ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦିଆସିଲି ବୋଝେଇ...

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଭାଜପା ନେତା

କେନ୍ଦୁଝର,୧ା୮(ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପାର ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଆନନ୍ଦପୁର ବିଧାନସଭାର ଭାଜପା ନେତା ଆଲୋକ ସେଠୀ ଜିଲା ସାଧାରଣ ସମ୍ପାଦକ...

ଦୁର୍ଘଟଣାରେ ଜଣେ ମୃତ, ୫ ଗୁରୁତର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ଛକରେ ରବିବାର ଅପରାହ୍ନରେ ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର...

ଆଠମାସ ପରେ ପରିବାରକୁ ଫେରିଲେ ବୃଦ୍ଧ: ସହଯୋଗର ହାତ ବଢ଼ାଇଲା ଆରପିଏଫ୍‌

ପୁରୀ ଅଫିସ, ୧୧-୯:କେନ୍ଦୁଝର ଆନନ୍ଦପୁର ଅଞ୍ଚଳରୁ ଗତ ଜାନୁୟାରୀରେ ନିଖୋଜ ହୋଇଥିବା ବୃଦ୍ଧ ଜୟାନନ୍ଦ ନାଥ (୭୫ବଷ)ଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିିଛି ପୁରୀ ଆରପିଏଫ୍‌...

ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କ ମୃତ୍ୟୁ

ଲେଫ୍ରିପଡ଼ା,୧୯।୨(ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌୍‌ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍‌କୁ ଧକ୍କା...

କିଡ୍‌ନୀ ଚୋରି ଅଭିଯୋଗ

ଢେଙ୍କାନାଳ ଅଫିସ, ୧୩।୩ – ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଖଙ୍କର ଗ୍ରାମର କବିତା ପାଣି (୪୩)ଙ୍କ କିଡ୍‌ନୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ...

Advertisement
Archives

Model This Week