କରୋନାରୁ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୨୭ା୮(ଡି.ଏନ୍‌.ଏ.): କରୋନା ଯୋଦ୍ଧା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅରୁଣ କୁମାର ନାୟକ ଗତ ୧୨ ତାରିଖରେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଫଳରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହି ଚିକିତ୍ସିତ ହେବାରେ ଲାଗିଥିବା ବେଳେ ସୁସ୍ଥ ହୋଇ ଗୁରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ସେ ଗତ ମାର୍ଚ୍ଚ ମାସ ଠାରୁ ମହାମାରୀ କରୋନା ଆତଙ୍କ ଦେଖା ଦେବା ପରଠାରୁ ଦିନ ରାତି ଏକ କରି ବିଭିନ୍ନ ଗ୍ରାମକୁ ବୁଲି ବୁଲି ଲୋକଙ୍କୁ ସଚେତନତା କରିବା ସହ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀମାନଙ୍କ ଶିଶୁଙ୍କୁ ଖେଳଣା ଓ ମନୋରଞ୍ଜନ ସାମଗ୍ରୀ ବଣ୍ଟନ କରି ଶିଶୁଙ୍କୁ ଆକୃଷ୍ଟ କରିବା ଲାଗି ସେମାନଙ୍କ ସହ ଖେଳି ସମୟ ବିତାଇବା, ରୋଗରୁ ଲୋକଙ୍କୁ ରକ୍ଷା କରିବା ଲାଗି ବିଭିନ୍ନ ପ୍ରକାରର ପଦକ୍ଷେପ ମାନ ନେବା ସହ ଅମାନିଆଙ୍କୁ ସାବାଡ଼ କରି ପୁରୁଷୋତ୍ତମପୁର ଅଞ୍ଚଳରେ ଚର୍ଚ୍ଚାରେ ରହିଛନ୍ତି। ସେ ଆରୋଗ୍ୟ ହୋଇ କାର୍ଯ୍ୟରେ ଯୋଗ ଦେଇଥିବାରୁ ଜନସାଧାରଣ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri