ତେଲଙ୍ଗାନା ଏନ୍‌ଟିପିସି ନେଲା ଓଡ଼ିଶା କୋଇଲା ଖଣି

ଭୁବନେଶ୍ୱର,୧୮ା୯(ବ୍ୟୁରୋ): କେନ୍ଦ୍ର ସରକାର ଓଡିଶାର ମନ୍ଦାକିନୀ-ବି କୋଇଲା ଖଣିକୁ ତେଲଙ୍ଗାନାର ଏନ୍‌ଟିପିସିକୁ ପ୍ରଦାନ କରିଛନ୍ତି। ତେଲଙ୍ଗାନାର ରାମଗୁଣ୍ଡମ୍‌ ଠାରେ ଥିବା ଏନ୍‌ଟିପିସିର ୪ ହଜାର ମେଗାଓ୍ବାଟ୍‌ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ଏହି ଖଣିରୁ କୋଇଲା ଯୋଗାଣ ହେବ। ଟିଆର୍‌ଏସ୍‌ ଏମ୍‌ପି ରଞ୍ଜିତ ରେଡ୍ଡୀଙ୍କ ପ୍ରଶ୍ନର ଉତ୍ତରରେ ବୁଧବାର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଲୋକ ସଭାରେ ଏହି ସୂଚନା ଦେଇଛନ୍ତି। ଉକ୍ତ ଖଣିରୁ ବାର୍ଷିକ ୨୦ ନିୟୁତ ଟନ୍‌ କୋଇଲା ଯୋଗାଇବାକୁ ତେଲଙ୍ଗାନା ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏଥିସହିତ ରାଜ୍ୟ ସରକାର କେଟିପିଏସ୍‌, ଭଦ୍ରାଦ୍ରି ଏବଂ ୟାଦ୍ରାଦ୍ରି ପାଓ୍ବାର ପ୍ଲାଣ୍ଟ ପାଇଁ ବାର୍ଷିକ ୨୨.୨ ନିୟୁତ ଟନ୍‌ର କୋଲ୍‌ ଲିଙ୍କେଜ୍‌ ଦେବାକୁ ଅନୁରୋଧ କରିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କିନ୍ନର ମେଘନାଙ୍କ ସଂଘର୍ଷ କଥା କହିବ ‘ଟି’

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର...

ଡାକ୍ତରଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଅ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୩୧ା୩: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ (ପିପି) କିଟ୍‌ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ...

ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା...

ଉଜୁଡ଼ିଗଲା ସହର ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ହକି ବିଶ୍ୱକପ୍‌ ସମୟରେ ଭୁବନେଶ୍ୱରରେ ସୌନ୍ଦର୍ଯ୍ୟକରଣ ପାଇଁ ନାନା କିସମର ବୃକ୍ଷଲତା ଲଗାଯାଇଥିଲା। କରୋନା ମାଡ଼ରେ ଏବେ ସେସବୁ କେଉଁଠି ପାଣି ନପାଇ...

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬...

ମହାନଦୀ ବାର୍ଫି ପ୍ରକଳ୍ପରେ ଏନ୍‌ଜିଟି ରୋକ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମହାନଦୀ ବେଳାଭୂମିରେ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ବାଲିଯାତ୍ରା ନଦୀ ସମ୍ମୁଖ ବିକାଶ(ବାର୍ଫି) ପ୍ରକଳ୍ପକୁ ଲାଗିଛି ବଡ଼ ଝଟ୍‌କା। ମହାନଦୀ କୂଳରେ କୌଣସି ପ୍ରକାର ସ୍ଥାୟୀ...

ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ଯାଞ୍ଚ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ କମିଶନରେଟ୍‌ ପୋଲିସ ସୁରକ୍ଷା ଯାଞ୍ଚ କରିଛି । ସିପି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି ଏବଂ ଡିସିପିଙ୍କ ଦ୍ୱାରା...

ଟିକା ନେଇ ବି ୩୧,୭୧୨ ସଂକ୍ରମିତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଟିକା ନେବା ପରେ ବି ସଂକ୍ରମଣ ହେଉଛି। ରାଜ୍ୟରେ ଟିକା ନେଇଥିବା ୩୧,୭୧୨ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ପ୍ରଥମ ଡୋଜ୍‌ ନେଇଥିବା ୧୭,୮୨୪ଜଣ...

Advertisement
Archives

Model This Week