ଦାରିଙ୍ଗବାଡିରେ ଅସହ୍ୟ ତାତି

ଦାରିଙ୍ଗବାଡି,୧୨।୪(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ଦୁଇ ଦିନ ତାପମାତ୍ରା ବୃଦ୍ଧି ପାଇଛି। ମଙ୍ଗଳବାର ସଂଧ୍ୟା ସୁଦ୍ଧା ସର୍ବାଧିକ ୩୪.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାର ସକାଳ ସୁଦ୍ଧା ସର୍ବନିମ୍ମ ୨୦.୫ ଡିଗ୍ରୀ ରହିଥିବା ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି। ବୁଧବାର ମାଧ୍ୟାନ୍ନରେ ଯେଉଁ ଭଳି ଅସହ୍ୟ ଗରମ ହେଉଛି ଆହୁରି ତାପମାତ୍ରା ବୃଦ୍ଧି ହୋଇଥିବା ଆଶଙ୍କା କରାଯାଉଛି। ସୂଚନା ଅନୁଯାୟୀ ଗତ ୩ ଦିନ ହେଲା ଅଞ୍ଚଳରେ କାଳ ବୈଶାଖୀରେ ବର୍ଷା ହୋଇ ନ ଥିବା ବେଳେ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇଛି। ଖରା ଗରମ ଯୋଗୁ ଲୋକେ କାମଧନ୍ଦା କରିବା ମୁସ୍କିଲ ହୋଇପଡୁଛି। ସେପଟେ ଜଳ ଅଭାବ ଯୋଗୁ ପନିପରିବା ଚାଷ ହୋଇପାରୁ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri