Posted inଜାତୀୟ

ରାଜସ୍ଥାନର ଫଲୋଡ଼ିରେ ତାପମାତ୍ରା ୫୦ ଟପିଲା

ଜୟପୁର,୨୫ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଫଲୋଡ଼ିରେ ଶନିବାର ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରି ରାଜ୍ୟର ସବୁଠୁ ଉତ୍ତପ୍ତ ସ୍ଥାନର ରେକର୍ଡ ହାସଲ କରିଛି। ଶୁକ୍ରବାର ସେଠାରେ ତାପମାତ୍ରା ୪୯ ଡିଗ୍ରୀ ସେଲ୍‌ସିୟସ ରହିଥିଲା। ରାଜ୍ୟର ବଲୋତ୍ରା, ପଲି ଏବଂ ଜୟପୁରରେ ଅଂଶୁଘାତରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ନିର୍ମାଣାଧୀନ ପାଚପଡ୍ରା ରିଫାଇନାରୀରେ ଜଣେ ଶ୍ରମିକ ପ୍ରାଣ ହରାଇଛନ୍ତି।

ଜୟପୁରର ଏସ୍‌ଏମ୍‌ଏସ୍‌ ହସ୍ପିଟାଲରେ ଜଣେ ଗାର୍ଡ ଏବଂ ପାଲି ରେଳଷ୍ଟେଶନରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ମିଶାଇ କ୍ରମାଗତ ୨ ଦିନରେ ଅଂଶୁଘାତରେ ୧୨ ଜଣଙ୍କ ଜୀବନ ଗଲାଣି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ସ୍ବାଭାବିକଠାରୁ ୪.୨ ଡିଗ୍ରୀ ଅବକ ରହିଛି। ରାଜଧାନୀ ଜୟପୁରର ତାପମାତ୍ରା ୪୨.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଗ୍ରୀଷ୍ମ ଲହରି ଲାଗିରହିଥିବାରୁ ରିଫାଇନାରୀର ନିର୍ମାଣ କାର୍ଯ୍ୟ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବଲୋତ୍ରା ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri