୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା କିଛି ଅଂଶରେ ବଢ଼ିଥିବାବେଳେ କେନ୍ଦୁଝର ଓ କନ୍ଧମାଳ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ସେହିପରି ମାଲକାନଗିରି, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଆଦି ଜିଲାରେ ସାମାନ୍ୟ ବର୍ଷା ହୋଇଥିଲା। ଶୁକ୍ରବାର କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଏବଂ ମାଲକାନଗିରି ଜିଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀ ଶେଷ ସୁଦ୍ଧା…

ଭୁବନେଶ୍ୱର, ୧୮ା୧(ସୁନିତ୍‌ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ...

ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ...

ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…

ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି।...

୨ୟ ଦିନରେ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ

ଭୁବନେଶ୍ୱର,୧୮।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ...

ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ...

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ...

ନବଦାସ ହତ୍ୟାକାଣ୍ଡରେ ନୂଆ ମୋଡ, ଗୋପାଳ ନୁହେଁ ଇଏ ମାରିଥିଲେ! ରାଜ୍ୟରେ ଚହଳ

ଭୁବନେଶ୍ୱର,୧୭।୧: ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ...

ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri