ବଢ଼ିବ ତାପମାତ୍ରା

ଭୁବନେଶ୍ୱର, ୬।୨(ବ୍ୟୁରୋ):ରାଜ୍ୟରେ ରବିବାର ରାତିରୁ ଧୀରେ ଧୀରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ। ସୋମବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଏବଂ ମଙ୍ଗଳବାର ଯାଜପୁର, କଟକ, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ କୁହୁଡ଼ି ଅନୁଭୂତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ରବିବାର ରାଜ୍ୟର ବିଭିନ୍ନ ସହରରେ ଶୀତଲହରୀ ଅନୁଭୂତ ହୋଇଥିଲା। ରାଉରକେଲା, ଫୁଲବାଣୀ, ହୀରାକୁଦ ଓ ଝାରସୁଗୁଡ଼ାରେ ଶୀତଲହରୀ ଅନୁଭୂତ ହୋଇଥିଲା। ରବିବାର ୬ଟି ସହରରେ ତାପମାତ୍ରା ୯ ଡିଗ୍ରୀ ତଳେ ରହିଥିଲା। ଫୁଲବାଣୀରେ ସର୍ବନିମ୍ନ ୬ ଡିଗ୍ରୀ ତାପମାତ୍ରା ଥିବାବେଳେ କୋରାପୁଟ ୯, ସୁନ୍ଦରଗଡ଼ ୯, ରାଉରକେଲା ୯.୫, ଝାରସୁଗୁଡ଼ା ୯, ହୀରାକୁଦ ୯.୯ ଡିଗ୍ରୀ ରହିଥିଲା। ସେହିପରି ଭବାନୀପାଟଣା ୧୦, ସୋନପୁର ୧୦.୫, ଅନୁଗୋଳ ୧୧.୬, କେନ୍ଦୁଝର ୧୧.୪, ଢେଙ୍କାନାଳ ୧୨, ବରଗଡ଼ ୧୨, ନବରଙ୍ଗପୁର ୧୨, ସମ୍ବଲପୁର ୧୨, ବାରିପଦା ୧୨.୬ ଓ ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?