କାଲିଠୁ ବଢ଼ିବ ତାତି: ୫ ଦିନ ଅସହ୍ୟ ଗରମ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ୨୮ତାରିଖରୁ ତାତି ବଢ଼ିବ । ଲଗାତର ୪-୫ଦିନ ରାଜ୍ୟରେ ଏଭଳି ପାଗ ଜାରି ରହିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଶନିବାର ରାଜ୍ୟର ୬ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ଉପରେ ରହିଥିଲା । ୨ଟି ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ୪୦.୫ ଡିଗ୍ରୀ ସେଲସିୟସ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା। ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦.୪, ବଲାଙ୍ଗୀର ୩୯.୮, ବାରିପଦା ଓ ଝାରସୁଗୁଡ଼ାରେ ୩୯.୬ ଏବଂ ତାଳଚେରରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରହିଥିଲା । ଭୁବନେଶ୍ୱର ଓ କଟକରେ ତାପମାତ୍ରା ୩୬.୮ ଡିଗ୍ରୀ ସେଲସିୟସ ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri