୪ ଦିନ ଯାଏ ଖରାରେ ସିଝିବ ଓଡ଼ିଶା, ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର,୬ା୩(ବ୍ୟୁରୋ): ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାବାସୀ ଖରାରେ ସିଝିବେ। ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ତାପମାତ୍ରା ବଢ଼ିବ। ୧୬ ସହରର ତାପମାତ୍ରା ରବିବାର ୩୭ ଡିଗ୍ରୀ ଉପରେ ଥିବା ବେଳେ ଟିଟିଲାଗଡ଼ରେ ୩୮.୮ ଡିଗ୍ରୀ ଥିଲା। ସେହିପରି ଭୁବନେଶ୍ୱରରେ ତାପମାତ୍ରା ୩୮.୪ ଡିଗ୍ରୀ ରହିଥିଲା। ଜରୁରୀ କାମ ନ ଥିଲେ ଘରୁ ନ ବାହରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?