ଖଡ଼ିଆଳ,୨୦ା୨ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ମଝିଆଗୁଡି ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ନବନିର୍ମିତ ଧବଳେଶ୍ୱର ମନ୍ଦିର, ଦୁର୍ଗେଶର ମନ୍ଦିର ଓ ସଙ୍କଟ ମୋଚନ ହନୁମାନ ମନ୍ଦିର ପ୍ରତିଷ୍ଠା ସହିତ ଠାକୁରମାନଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ନାମଯଜ୍ଞ ସହ କଳସ ଯାତ୍ରା, ଠାକୁରମାନଙ୍କ ନଗର ପରିକ୍ରମା, ଅଧିବାସ, କୁମ୍ଭ ଭରଣ, ମହାପ୍ରଭୁଙ୍କ ମନ୍ଦିର ପ୍ରବେଶ, ସିଂହାସନ ବିଜେ ଆଦି କାର୍ଯ୍ୟକ୍ରମ କରାଯାଇଥିଲା। ମୁଖ୍ୟ ମନ୍ଦିର ପରିଚାଳକ ମିଳିନ୍ଦ ଖମାରୀ, ସଭାପତି ସନ୍ତୋଷ ବାରିକ, ଉପସଭାପତି ମାଧବ ମୁଣ୍ଡ, ସମ୍ପାଦକ ଲଳିତେନ୍ଦୁ ସାହୁ, ସହ ସମ୍ପାଦକ ରତନଲାଲ ସୋନି, କୋଷାଧ୍ୟକ୍ଷ ହୃଷୀକେଶ ସାହୁ ଓ ନରେଶ ବାରିକ, କମିଟିର ମୁଖ୍ୟ ସହଯୋଗୀ ଚିତ୍ତବିନୋଦ ମିଶ୍ର, ବିଜୟ ହୋତା ପ୍ରମୁଖ ସହଯୋଗ କରିଥିଲେ।
Posted inଆମ ଜିଲା ଖବର, ନୂଆପଡ଼ା View All
ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..
ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…
କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…
ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…
ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…
ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…
ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…
ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ
ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…
କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…
ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…
ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ
ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…
ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…
Archives

