ଆଜିଠୁ ସମଲେଶ୍ବରୀଙ୍କ ମନ୍ଦିର ବନ୍ଦ

ସମ୍ବଲପୁର,୧୧।୧(ବ୍ୟୁରୋ): ମା’ ସମଲେଶ୍ବରୀଙ୍କ ମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ମଙ୍ଗଳବାରରୁ ବନ୍ଦ ରହିବ। ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଶ୍ରଦ୍ଧାଳୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ମା’ ଙ୍କ ଦର୍ଶନରୁ ବଞ୍ଚିତ ହେବେ। ଏହି ଦିନ ଗୁଡିକରେ କେବଳ ମନ୍ଦିର ପୂଜକମାନଙ୍କ ଦ୍ବାରା ସମସ୍ତ ନୀତିକାନ୍ତ ସମ୍ପାଦନ କରାଯିବ। ଏ ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତର ଅବସ୍ଥାରେ ପଡ଼ିରହିଛି ହାତୀ: ପହଞ୍ଚି ନାହାନ୍ତି ଡାକ୍ତରୀ ଟିମ୍‌

ଚୌଦ୍ୱାର,୨୭ା୯(ଡି.ଏନ୍‌.ଏ): କଟକ ବନଖଣ୍ଡ ଡାଳିଯୋଡା ରେଞ୍ଜ ମଙ୍ଗରାଜପୁର ଡମଡମଣୀ ଜଙ୍ଗଲରେ ଏକ ମାଈ ହାତୀ ଗୁରୁତର ଅବସ୍ଥାରେ ପଡିରହିଛି । ଡମଡମଣୀ ଜଙ୍ଗଲ ନିକଟରେ ଥିବା...

ଆଇସ୍କାନ ହୋଇପାରେ ସୁପରସ୍ପ୍ରେଡର

ସମ୍ବଲପୁର,୭ା୫(ବ୍ୟୁରୋ): ସମ୍ବଲପୁର ଜିଲାରେ ଆସନ୍ତା ୧୧ ତାରିଖରୁ ଧାନ କିଣାବିକା ଆରମ୍ଭ ହେବାକୁ ସ୍ଥିର ହୋଇଛି। ଏଥିପାଇଁ କେତେକ ଚାଷୀଙ୍କୁ ଟୋକନ ଦିଆଯାଇଛି। ହେଲେ ଏଥିପାଇଁ...

ତହସିଲଦାରଙ୍କ କ୍ୱାର୍ଟର୍ସ ପରିସରରୁ ଚନ୍ଦନ ଗଛ ଚୋରି

ବାଲିଗୁଡା,୨୦ା୩(ଡି.ଏନ୍‌.ଏ.) – ବାଲିଗୁଡା ତହସିଲଦାର କ୍ଷୀରାବ୍ଧି ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଏକ ଚନ୍ଦନ ଗଛ କାଟି ନେଇଛନ୍ତି। ତହସିଲଦାରଙ୍କ ଅଭିଯୋଗ...

ଧରିତ୍ରୀ ପ୍ରଭାବ : ଲକ୍ଷ୍ମୀଙ୍କୁ ମିଳିଲା ଚିକିତ୍ସା ଲାଗି ଆର୍ଥିକ ସହାୟତା

ହାଟଡିହୀ, ୬।୬(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଜଳସରପୁର ଗ୍ରାମର ରାଧେଶ୍ୟାମ ବେହେରାଙ୍କ ପରିବାର। ତାଙ୍କର ୫ ବର୍ଷର ଝିଅ ଲକ୍ଷ୍ମୀଙ୍କ ସ୍ବାସ୍ଥ୍ୟାବସ୍ଥା...

ଶିକ୍ଷା ବିଭାଗର ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ରାଜ୍ୟ ସରକାର ଦେଇଥିବା ପ୍ରେସ୍‌ ଇସ୍ତାହାରକୁ ବିରୋଧ କରାଯାଇଛି। ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର...

ଦିନ ଦ୍ୱିପ୍ରହରେ ୫ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍‌

କୁଳିଅଣା,୨୩।୬ (ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବଜାରରେ ଥିବା ମା’ ତାରିଣୀ ଜୁଏଲର୍ସ ଦୋକାନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ ହୋଇଛି। ଶନିବାର...

ପୋଲିସ ମାଡ଼ ଭୟରେ ପୋଖରୀରେ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ

ଭଦ୍ରକ ଅଫିସ,୧୩।୧: ତିହିଡ଼ି ଥାନା ଅଧିନସ୍ଥ ନୂଆନନ୍ଦ ପଞ୍ଚାୟତ ହାଟୁଆରୀ ଗ୍ରାମର ୧୮ ବର୍ଷର ଯୁବକ ଜଡ଼ା ମହାଳିକ ପୋଲିସ ମାଡ଼ ଭୟରେ ଦୌଡ଼ି ପଳାଉଥିବା...

ଏକ୍ସପ।ଏରୀ ସାଲାଇନ ଦିଆଯିବାକୁ ନେଇ ଉତ୍ତେଜନା

ସଜନା ଗଡ-୪/୪(ଡି .ଏନ୍.ଏ.)- ବାଲେଶ୍ଵର ଜିଲ୍ଲା ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ପ୍ରତିନିଧିଙ୍କୁ ଏକ୍ସପ।ଏରୀ ସାଲାଇନ ଦିଆଯିବାକୁ ନେଇ ଉତ୍ତେଜନା ଦେଖାଦେଇଛି । ତଦନ୍ତ...

Advertisement
Archives

Model This Week