୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୧୩।୧୧: ଶ୍ରୀମନ୍ଦିର ୨ ଦିନ ବନ୍ଦ ରହିବ । ଆସନ୍ତା ରବିବାର ଏବଂ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ପୁରୀ ଉପଜିଲାପାଳ ସୂଚନା ଦେଇଛନ୍ତି। ଆସନ୍ତା ସୋମବାର ପଞ୍ଚକ ଆରମ୍ଭ ଏବଂ ଲକ୍ଷ୍ମୀ ନାରାୟଣ ବେଶ ଥିବାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏହା ସହିତ ରବିବାର ସାନିଟାଇଜେଶନ ପାଇଁ ପୂର୍ବଭଳି ବନ୍ଦ ରହିବ ଜଗନ୍ନାଥ ଦର୍ଶନ ।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri