ଗଞ୍ଜାମରେ ଡିସେମ୍ବର ପହିଲା ଯାଏ ଖୋଲିବନି ମନ୍ଦିର

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.)-କେତେକ ଦେଶରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ସଂକ୍ରମିତ ହେଲେ ନିଶ୍ଚିତରୂପେ ଜୀବନ ପ୍ରତି ବିପଦ ଦେଖାଦେଉଛି । ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହେଲେ ସମ୍ଭାଳିବା କଷ୍ଟକର ହୋଇପଡିବ। କୋଭିଡ୍‌ ପରିଚାଳନା କରିବା ଦିଗରେ ପୁଣି ସମସ୍ତ ପ୍ରଶାସନିକ ଶକ୍ତି ବିନିଯୋଗ ହେବ। ଯାହାଫଳରେ ଉନ୍ନୟନ କାର୍ଯ୍ୟରେ ବାଧା ଉପୁଜିବ। ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ରୋକିବା ଦିଗରେ ସତର୍କତା ମୁଖ୍ୟ ଆୟୁଧ। ତେଣୁ ଜିଲାବାସୀଙ୍କ ମଧ୍ୟରେ ସତର୍କତା ଏବଂ ସଚେତନତା ସୃଷ୍ଟି କରିବାକୁ ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ବ୍ଲକ ଓ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା ବେଳେ କହିିଛନ୍ତି।
ଜିଲାପାଳ କେତେକ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଡିସେମ୍ବର ପହିଲା ପର୍ଯ୍ୟନ୍ତ ଜିଲାର କୌଣସି ମନ୍ଦିର ଖୋଲାଯିବ ନାହିଁ। ପିକ୍‌ନିକ ସ୍ପଟଗୁଡ଼ିକରେ ଗହଳିପୂର୍ଣ୍ଣ ଭୋଜି ହେବନି କି ମ୍ୟୁଜିକ୍‌ ବାଜିବନି। ସ୍ବଳ୍ପ ଲୋକ ଯାଇ ପିକ୍‌ନିକ୍‌ ସ୍ପଟର ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ। ତହସିଲଦାରମାନେ ଏହାର ତଦାରଖ କରିବେ। ପିକନିକ ସ୍ପଟରେ କୋଭିଡ୍‌ ନିୟମ ଉଲ୍ଲଂଘନ ହେଉଥିବା ଜନସାଧାରଣ ଦେଖିଲେ ଜିଲା ପ୍ରଶାସନ ପକ୍ଷରୁ ଜାରି ହେବାକୁ ଥିବା ଏକ ନମ୍ବରକୁ ଫୋନ କରି ଜଣାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri