ଏବେ ଖୋଲିବନି ମନ୍ଦିର

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏ ନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର। ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସମ୍ପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି। ଗର୍ଭଗୃହ ଛୋଟ ଯୋଗୁ ଗହଳି ହେଲେ କରୋନା ସଂକ୍ରମଣ ବଢ଼ିପାରେ ବୋଲି ସରକାର ଦର୍ଶାଇଛନ୍ତି। ସେହିପରି ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ଶିଳ୍ପୀଙ୍କୁ ପୁରସ୍କୃତ କଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବୁଦ୍ଧ ଆର୍ଟ ଗ୍ୟାଲେରିରେ ହେବାକୁ ଥିବା ଓଡ଼ିଶା ଲଳିତ କଳା ଏକାଡେମୀର ୩୮ତମ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବକୁ ବାତିଲ କରାଯାଇ ରାଜଭବନରେ...

ଶଙ୍କରାଚାର୍ଯ୍ୟଙ୍କୁ ଶ୍ରେଷ୍ଠ ହିନ୍ଦୁ ସମ୍ମାନ

ପୁରୀ ଅଫିସ,୪ା୧: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ମିଳିଛି ଶ୍ରେଷ୍ଠ ହିନ୍ଦୁ ସମ୍ମାନ। ଆମେରିକାର ହାୱାଇରୁ ପ୍ରକାଶିତ ଅନ୍ତର୍ଜାତୀୟ ପତ୍ରିକା ‘ହିନ୍ଦୁଜିମ୍‌...

ଭୁବନେଶ୍ୱର ସମେତ ୨୬ ସ୍ଥାନରେ ଏନ୍‌ଆଇଏ ଚଢ଼ାଉ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ମାଓବାଦୀ ଗୋଷ୍ଠୀ ଦ୍ୱାରା ଆତଙ୍କବାଦୀ ପାଣ୍ଠି ବ୍ୟବହାର ସମ୍ପର୍କିତ ଏକ ମାମଲାରେ ନ୍ୟାଶନାଲ ଇନଭେଷ୍ଟିଗେଶନ୍‌ ଏଜେନ୍ସି (ଏନ୍‌ଆଇଏ)ର ଟିମ୍‌ ଓଡ଼ିଶାର ଭୁବନେଶ୍ୱର ସମେତ ବିହାର,...

ପୋଷଣ ପାଇଁ ‘ସୋପାନ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୯।୩(ବ୍ୟୁରୋ): ମହିଳା ଏବଂ ଶିଶୁଙ୍କ ପୋଷଣଗତ ବିକାଶକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଇ ଆସୁଛନ୍ତି। ନିକଟରେ ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ବତନ୍ତ୍ର...

କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଥିବା ବେଳେ ଲୋକାଲ କେସ୍‌ ୧୨...

ଦାନ୍ତ ପାଇଁ ହାତୀ ଶିକାର: ଡିଏଫ୍‌ଓ

ସମ୍ବଲପୁର,୨୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୬ଦିନ ମୃତ୍ୟୁ ସହ ସଂଗ୍ରାମ ପରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ଦନ୍ତାହାତୀର...

ବିଜେପୁର ଉପନିର୍ବାଚନ: ୩୦ରେ ବିଜେଡିର ନାମାଙ୍କନ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ନୂଆ ପିଆଜ ଆସିଲେ ଦର କମିବ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଗତ ୨/୩ ମାସ ହେବ ପିଆଜର ଅହେତୁକ ଦର ବୃଦ୍ଧି ଲୋକମାନଙ୍କୁ ଅତିଷ୍ଠ କରି ରଖିଛି। ନୂଆ ଅମଳ ନ ଆସିବା ଯାଏ ରାଜ୍ୟରେ ପିଆଜ...

Advertisement
Archives

Model This Week