ବନ୍ଦ ହେବ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର: କରୋନା ଲକ୍ଷଣ ଥିବା ଲୋକଙ୍କୁ ପଠାଯିବ କେୟାର ସେଣ୍ଟର

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୂର୍ବରୁ ଚାଲୁରହିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରାଯିବ। ଯେଉଁମାନଙ୍କଠାରେ କୋଭିଡ୍‌ ଲକ୍ଷଣ ଦେଖାଯାଉଛି ସେମାନଙ୍କୁ ତୁରନ୍ତ କୋଭିଡ୍‌ କେୟାର ସେଣ୍ଟରରେ ଆଡ୍‌ମିଶନ କରି ଚିକିତ୍ସା କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁମାନଙ୍କର ଜ୍ବର, କାଶ ଇତ୍ୟାଦି ଲକ୍ଷଣ ଦେଖା ଦେବ ସେମାନେ ତୁରନ୍ତ ଗ୍ରାମାଞ୍ଚଳରେ ରହିଥିବା କୋଭିଡ୍‌ କେୟାର ସେଣ୍ଟରକୁ ଯାଇ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସା ହେବା ଜରୁରୀ। କୋଭିଡ୍‌ କେୟାର ସେଣ୍ଟରରେ ସମସ୍ତ ସୁବିଧା କରିବା ସହିତ ସେହିଠାରେ ଅଯଥା ଭିଡ଼କୁ ରୋକିବା ପାଇଁ ୧୪୪ ଧାରା ଜାରି କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରଦ୍ୟୁମ୍ନରେ ପଶୁଛି ମଇଳା ପାଣି

ପୁରୀ ଅଫିସ,୭ା୯: ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ପଶୁଛି ମଇଳା ପାଣି। ସ୍ବେରେଜ ନଳା ଫାଟିଯାଇଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ...

କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସମୀକ୍ଷା: ଶିଶୁ, ମାତୃ ମୃତ୍ୟୁହାର ରୋକିବାକୁ ଜିଲାପାଳଙ୍କ ତାଗିଦ

ନୂଆପଡା ଅଫିସ/କୋମନା,୨୪।୯(ଡି.ଏନ.ଏ.) ନୂଆପଡା ଜିଲାର ଉପାନ୍ତ ତଥା ଅବହେଳିତ ବ୍ଲକ କୋମନା ଅଞ୍ଚଳରେ ବିଭିନ୍ନ ସମୟରେ ମାତୃ ଏବଂ ଶିଶୁ ମୃତ୍ୟୁହାର ବୃଦ୍ଧି ଘଟିଥିବାର ବହୁ...

ପରମ୍ପରାକୁ ଫିକା ପକାଉଛି କାଉଁରିଆ କାଠିର ଅଭାବ

ଆରଡ଼ି, ୨୪।୧୦ (ଡି.ଏନ୍‌.ଏ.)-ଦୀପାବଳି ଦିନ ସବୁ ଘରେ କାଉଁରିଆ କାଠି ଆବଶ୍ୟକ ପଡ଼ିଥାଏ। ରାତିରେ ଗଁ।ଦାଣ୍ଡରେ ପୂର୍ବପୁରୁଷଙ୍କୁ ପିଣ୍ଡ ଦେବା ପରେ ଏହାକୁ ଜାଳି ପିଲାଠାରୁ...

ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ସନତ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭାଜପା ପ୍ରାର୍ଥୀ ସନତ କୁମାର ଗଡତିଆ ସୋମବାର ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି ।...

ଚିତ୍ରୋତ୍ପଳା ନଦୀରେ ଭାସିଗଲେ ଯୁବକ

ସାଲେପୁର,୧୯।୧(ଡି.ଏନ୍‌.ଏ.):  ସାଲେପୁର ଥାନା ଅଧୀନ ହରିଚନ୍ଦନପୁର ବଉଳେଇ ଠାକୁରାଣୀ ପୀଠ ନିକଟ ଚିତ୍ରୋପତ୍ଳା ନଦୀରେ ଭାସି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ...

ଯାଜପୁର ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ: ବଡ଼ବଡ଼ିଆଙ୍କ ଇଙ୍ଗିତରେ ଆତ୍ମସାତ୍‌

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ତିତ୍‌ଲି ଓ ଫନୀ ବାତ୍ୟା ନାମରେ ହୋଇଥିବା ପୁନରୁଦ୍ଧାର କାର୍ଯ୍ୟରେ ପ୍ରାୟ...

ପୌର ନିର୍ବାଚନ ପୂର୍ବରୁ ବିକିବାକୁ ରଖିଥିଲେ ମଦ, ବାନ୍ଧିଲା ପୋଲିସ

ଗଞ୍ଜାମ,୨୩ା୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ପିଏଚ୍‌ଡି ଅଫିସ ନିକଟସ୍ଥ ଗୋପାଳଜି ମଠରେ ବେଆଇନ ମଦ ବିକ୍ରି ହେଉଥିବା ଖବର ପାଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ...

Advertisement
Archives

Model This Week