Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ବଢିଲା ଅଷ୍ଟ୍ରେଲିଆର ଟେନ୍‌ସନ୍‌

ସିଡନୀ,୨୮।୮: ବିଶ୍ୱକପ ୨୦୨୩ ଅକ୍ଟୋବର ୫ରୁ ଆରମ୍ଭ ହେବ। ଏହା ପୂର୍ବରୁ ଅଷ୍ଟ୍ରେଲିଆର ଟେନସନ ବୃଦ୍ଧି ପାଇଛି। ଆହତ କାରଣରୁ ଦଳର ଭେଟେରାନ ଗ୍ଲେନ ମ୍ୟାକ୍ସୱେଲଙ୍କୁ ଦଳରୁ ବାଦ ଦିଆଯାଇଛି। ୩୦ ଅଗଷ୍ଟରୁ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ମ୍ୟାକ୍ସୱେଲ ଟି-୨୦ ସିରିଜରେ ଖେଳିବାକୁ ସମର୍ଥ ହେବେ ନାହିଁ। ଆଇସିସି ଅନୁଯାୟୀ ମ୍ୟାକ୍ସୱେଲଙ୍କ ଗୋଡରେ ଆଘାତ ଲାଗିଛି। ବିଶ୍ୱକପ ପୂର୍ବରୁ ମ୍ୟାକ୍ସୱେଲଙ୍କ ଆଘାତ ଅଷ୍ଟ୍ରେଲିଆ ପାଇଁ ଏକ ବଡ଼ ସମସ୍ୟା।
ଅଷ୍ଟ୍ରେଲିଆ ଦଳ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି। ଏଠାରେ ୫ଟି ଦିନିକିଆ ଏବଂ ୩ ଟି-୨୦ ମ୍ୟାଚ ଖେଳାଯିବ। ମ୍ୟାକ୍ସୱେଲ ଟି-୨୦ ସିରିଜ ପାଇଁ ଡର୍ବାନରେ ଅଭ୍ୟାସ କରୁଥିଲେ। ଏହି ସମୟରେ ସେ ଆହତ ହୋଇଥିଲେ। ଆଇସିସି ୱେବସାଇଟରେ ପ୍ରକାଶିତ ଖବର ଅନୁଯାୟୀ ମ୍ୟାକ୍ସୱେଲଙ୍କ ଗୋଡରେ ଆଘାତ ଲାଗିଛି। ଆଘାତ ଯୋଗୁ ସେ ଅଷ୍ଟ୍ରେଲିଆ ଫେରିଛନ୍ତି।
ମ୍ୟାକ୍ସୱେଲଙ୍କ ଆଘାତକୁ ନେଇ ଅଷ୍ଟ୍ରେଲୀୟ ଦଳର ଚୟନକର୍ତ୍ତା ଟନି ଡୋଡେମଡ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଡୋଡେମଡ କହିଛନ୍ତି ଯେ, ଦଳ ମ୍ୟାକ୍ସୱେଲଙ୍କ ବିଷୟରେ କୌଣସି ପ୍ରକାରର ବିପଦ ନେବାକୁ ଚାହୁଁନାହାଁନ୍ତି। ମ୍ୟାକ୍ସୱେଲଙ୍କ ସୁସ୍ଥ ଉପରେ ଧ୍ୟାନ ଦେବୁ। ଆଶା କରୁଛି ସେ ବିଶ୍ୱକପ ପୂର୍ବରୁ ଭାରତ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଉପଲବ୍ଧ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri