ଟେଣ୍ଟ ଭାଙ୍ଗିଲା ପ୍ରଶାସନ

ବନ୍ତ,୧୨।୫: ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଣ୍ଢିଆ ଗ୍ରାମର ସର୍ବସାଧାରଣ ରାସ୍ତା ଉପରେ ବନ୍ଧା ଯାଇଥିବା ଟେଣ୍ଟକୁ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ସୂଚନା ଅନୁଯାୟୀ, କୋଭିଡ୍‌ କଟକଣା ତଦାରଖ ପାଇଁ ତହସିଲଦାର ଇନ୍ଦିରା ସାହୁ ଗାଁକୁ ଯାଇଥିଲେ। ସେଠାରେ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଲାଗି ରାସ୍ତାରେ ଟେଣ୍ଟ ବନ୍ଧା ଯାଇଥିବା ସେ ଦେଖିବାକୁ ପାଇଥିଲେ। କୋଭିଡ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ତହସିଲଦାର ସାହୁ ପୋଲିସ ସହାୟତାରେ ଉକ୍ତ ଟେଣ୍ଟକୁ ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ବଡବିଲ, ୪।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇ ଅଭିଯୁକ୍ତ ପ୍ରତାପ...

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ଘର ବି ପୋଡ଼ିଦେଲେ ଦୁର୍ବୃତ୍ତ

ବଣାଇ,୧୮।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ପଟାମୁଣ୍ଡ ଗାଁରେ ରବିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ପୂର୍ବ ଶତ୍ରୁତା ହତ୍ୟାକାଣ୍ଡର କାରଣ...

ସାଇକେଲରେ ତାମିଲନାଡୁରୁ ପୋଲସରା ଫେରିଲେ ଯୁବକ

ପୋଲସରା,୨୦ା୫(ଡି.ଏନ.ଏ.)- ପୋଲସରା ଇଚ୍ଛାପୁର ଗ୍ରାମର ଅରୁଣ ନାୟକ ତାମିଲନାଡୁର ଅମ୍ବାଟୁରରୁ ସାଇକେଲରେ ଆସି ସୋମବାର ନିଜ ଅଞ୍ଚଳରେ ପହଞ୍ଚତ୍ଛନ୍ତି। ଅମ୍ବାଟୁରର ଏକ କମ୍ପାନୀରେ ଅରୁଣ କାମ...

ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ...

ଡାଇଭର୍ସନ ରାସ୍ତା ଧୋଇଗଲା; ୪ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୧୯ା୮: ଢେଙ୍କାନାଳ-ବଣସିଂହ ପୂର୍ତ୍ତ ବିଭାଗ ରାସ୍ତାର ଖମାର ନିକଟରେ ପ୍ରବାହିତ ଧୋବଣିଗାଡ଼ିଆ ନାଳ ଉପରେ ନିର୍ମାଣାଧୀନ ପୋଲ ସଂଲଗ୍ନ ଡାଇଭର୍ସନ ରାସ୍ତା ଲଗାଣ ବର୍ଷାରେ...

ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର, ଅଭିଯୁକ୍ତ ଗିରଫ

ଆସିକା,୬ା୪(ଡି.ଏନ୍‌.ଏ.): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଡି. ସିଙ୍ଗିପୁର ଗ୍ରାମରେ ରବିବାର ସେହି ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ...

ମାସ୍କ, ପିପିଇ କିଣା ନେଇ ଶ୍ୱେତପତ୍ର ଦିଅନ୍ତୁ ରାଜ୍ୟ ସରକାର

ଭୁବନେଶ୍ୱର,୧୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଚିଠି ଲେଖି ଅନୁରୋଧ କରିଛନ୍ତି ଯେ, ରାଜ୍ୟ ସରକାର ମାସ୍କ, ପିପିଇ, ଅନ୍ୟାନ୍ୟ...

ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି।...

Advertisement


Archives

Model This Week