୬ ଦିନ ଧରି ଦଶମ ଶ୍ରେଣୀ ଛାତ୍ରୀଙ୍କ ପତ୍ତା ପାଉନାହାନ୍ତି ପରିବାର ଲୋକେ, ଶେଷରେ ଥାନାର ଦ୍ୱାରସ୍ଥ ହେଲେ

ମାଲକାନଗିରି,୧୯ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଶିଶୁ ଅପହରଣ ଏବଂ ହତ୍ୟାକୁ ନେଇ ଆଲୋଡ଼ନ ସୃଷ୍ଟି ହେଉଥିବା ବେଳେ ମାଲକାନଗିରି ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆଜକୁ ୬ ଦିନ ହେଲା ନିଖୋଜ ଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ସୂଚନାନୁଯାୟୀ, ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ୫ ଦିନ ତଳେ କେହି ମୋଟରସାଇକେଲରେ ବସାଇ କେଉଁଆଡ଼େ ନେଇ ଯାଇଥିବା ପରିବାର ଲୋକେ ସନ୍ଦେହ କରିଛନ୍ତି। ତେବେ ୬ ଦିନ ପର୍ଯ୍ୟନ୍ତ କୌଣସି ସନ୍ଧାନ ନ ମିଳିବାରୁ ଶନିବାର କାଲିମେଳା ଥାନାରେ ଛାତ୍ରୀଙ୍କ ପରିବାର ଲୋକେ ଏକ ନିଖୋଜ ଓ ଅପହରଣ ମାମଲା ରୁଜୁ କରିଛନ୍ତି। କରୋନା କଟକଣା ଯୋଗୁ ସ୍କୁଲ ବନ୍ଦ ଥିବାରୁ ଛାତ୍ରୀ ଜଣକ ହଷ୍ଟେଲରୁ ଆସି ଘରେ ରହି ପଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri