Posted inଜାତୀୟ

କ୍ୟାବିନେଟ ସଚିବଙ୍କ କାର୍ଯ୍ୟକାଳ ବର୍ଷେ ବଢ଼ିଲା

ନୂଆଦିଲ୍ଲୀ,୬।୮: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢ଼ାଇବା ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ରାଜୀବଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେବାକୁ ଥିବାବେଳେ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ଏହାକୁ ଆଉ ବର୍ଷେ ବଢ଼ାଇଥିବା କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଫଳରେ ସେ କ୍ୟାବିନେଟ ସଚିବ ପଦବୀରେ ୨୦୨୩ ଅଗଷ୍ଟ ୩୦ ପର୍ଯ୍ୟନ୍ତ ରହିବେ। ଝାଡ଼ଖଣ୍ଡ କ୍ୟାଡର ଆଇଏଏସ୍‌ ଅଫିସର ରାଜୀବ ୨୦୧୯ ଅଗଷ୍ଟ ୩୦ରେ କ୍ୟାବିନେଟ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଗତବର୍ଷ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ବଢ଼ାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ‘ପାକିସ୍ତାନୀ ରୁଟି’

ନୂଆଦିଲ୍ଲୀ: ସାଧାରଣତଃ ଆପଣମାନେ ରୁମାଲି ରୁଟି ବା ତନ୍ଦୁରି ରୁଟି କଥା ଶୁଣିଥିବେ ଏବଂ ଖାଇଥିବେ। ହେଲେ କେବେ ଚାଦର ରୁଟି କଥା ଶୁଣିଛନ୍ତି କିମ୍ବା...

ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌

ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍‌ ଡାଉନ୍‌ ହୋଇଯାଇଛି। ଏଥିରେ ରେଡିଟ୍‌, ଟ୍ବିଚ୍‌ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍‌ର ଓ୍ବେବ୍‌ସାଇଟ୍‌...

‘ଦେଶଦ୍ରୋହୀଙ୍କୁ ଗୁଳି କର’ ସ୍ଲୋଗାନ ଦେଇ ୩ ଭାଜପା କର୍ମକର୍ତ୍ତା ଗିରଫ

କୋଲକାତା,୨।୩: ପଶ୍ଚିମବଙ୍ଗ କୋଲକାତାରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ଆୟୋଜିତ ଏକ ରାଲିରେ ଯୋଗଦେଇଥିଲେ। ଏହି ଅବସରରେ ୩ ଭାଜପା...

ଲୋକ ସଭାରେ କଞ୍ଚା ବାଇଗଣ ଖାଇଲେ ଏମ୍‌ପି

ନୂଆଦିଲ୍ଲୀ,୧।୮: ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ସମସ୍ୟା ବୃଦ୍ଧିକୁ ବିରୋଧ କରି ସଂସଦର ଉଭୟ ଗୃହରେ ହଙ୍ଗାମା ଜାରି ରହିଛି। ସୋମବାର ତୃଣମୂଳ କଂଗ୍ରେସ (ଟିଏମସି)...

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ କଲା ନୌସେନା

ନୂଆଦିଲ୍ଲୀ,୨୮।୧୧: ଭାରାତୀୟ ନୌସେନା ପକ୍ଷରୁ ଗୁରୁବାର ମଧ୍ୟମ ଦୂରଗାମୀ ବ୍ରହ୍ମୋସ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି ସୁପରସୋନିକ୍‌ କ୍ରୁଇଜ୍‌ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦...

ଟିକା ଦିଅ, ଇଲିଶି ନିଅ

ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍‌ ଟିକା ଯୋଗାଇବାରେ...

କେରଳରେ ପୁଣି ହେବ କି ଲକ୍‌ଡାଉନ! ନିପା ସଂକ୍ରମଣକୁ ନେଇ ସ୍କୁଲ, କଲେଜ ବନ୍ଦ

ଥିରୁଭାନନ୍ତପୁରମ,୧୪।୯: କେରଳର ନିପା ସଂକ୍ରମଣକୁ ନେଇ ଆତଙ୍କ ଦେଖାଯାଇଛି। କୋଜିକୋଡେରେ ନିପା ଭାଇରସ ଯୋଗୁଁ ଦୁଇ ଜଣଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ସତର୍କ ସୂଚନା...

ଇତିହାସ ରଚିଲା ଭାରତ: ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କଲା ଚନ୍ଦ୍ରୟାନ-୩

ଶ୍ରୀହରିକୋଟା,୨୩।୮: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରି ଚନ୍ଦ୍ରୟାନ-୩ ଇତିହାସ ରଚିଛି। ବୁଧବାର ନିର୍ଦ୍ଧାରିତ ସମୟ ଅନୁଯାୟୀ ଭାରତୀୟ ସମୟ ସନ୍ଧ୍ୟା...

Advertisement
Archives

Model This Week