ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା।
ସେ ଗତ ଜୁନ୍‌ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ଭାଜପା ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓ ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ସେ ଭୁବନେଶ୍ୱର ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri