Posted inଖେଳ

୫୩ ବଲ୍‌ରୁ ବିସ୍ଫୋରକ ଶତକ ହାସଲ କଲେ ଏହି ଟେଷ୍ଟ କ୍ରିକେଟର୍‌

ୟୁଏଇ,୧୮।୬: ପାକିସ୍ତାନ ସୁପର ଲିଗରେ ଚମତ୍କାର ପ୍ରଦର୍ଶନ କରୁଥିବା ଅଷ୍ଟ୍ରେଲୀୟ କ୍ରିକେଟର ଉସମାନ ଖାୱାଜା ଏକ ଶତକ ହାସଲ କରିଛନ୍ତି। ଇସଲାମାବାଦ ୟୁନାଇଟେଡ ପାଇଁ ଖେଳୁଥିବା ବେଳେ ସେ ୫୩ ବଲରେ ଶତକ ପୂରଣ କରିଥିଲେ। ତାଙ୍କର ଅପରାଜିତ ଶତକ ଯୋଗୁ ଇସଲାମାବାଦ ଦଳ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୨୪୭ ରନ ସଂଗ୍ରହ କରିଥିଲା। ପେଶୱାର ଦଳର ଅଧିନାୟକ ୱାହାବ ରିଆଜ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଖାୱାଜା ୫୬ ବଲ୍‌ରୁ ଅପରାଜିତ ଇନିଂସରେ ୧୩ ଚୌକା ଓ ୩ ଛକା ମାରିଥିଲେ। ଟେଷ୍ଟ ବ୍ୟାଟ୍ସମ୍ୟାନ ଭାବେ ଜଣାଶୁଣା ଉସମାନ ଖାୱାଜା ପିଏସଏଲ୍‌ରେ ଇସଲାମାବାଦର ଅଧିନାୟକତ୍ୱ ସମ୍ଭାଳିଛନ୍ତି। ଉସମାନ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ୪୪ ଟି ଟେଷ୍ଟ, ୪୦ଟି ଏକଦିବସୀୟ ଏବଂ ୯ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ, କହିଲେ ପୁଣି ସେମିତି କରିବାକୁ ଯାଉଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସମୟରେ, କେନ୍ଦ୍ରର ମୋଦି ସରକାର ପୁଣି ଥରେ ସୀମା ନିର୍ଦ୍ଧାରଣ ବିଲ…

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

ଜୁଲାଇ ୧୯ରୁ ଏହି ୪ ରାଶିଙ୍କ ପାଇଁ ଆରମ୍ଭ ହେବ ସୁବର୍ଣ୍ଣ ସମୟ: ଶନି-ମଙ୍ଗଳ ଆଣିବେ ବମ୍ପର ରୋଜଗାର

ଜୁଲାଇ ମାସର ଅବଶିଷ୍ଟ ଦିନଗୁଡ଼ିକ ଗ୍ରହ ପରିବର୍ତ୍ତନ ଦୃଷ୍ଟିରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ୧୯ ଜୁଲାଇରେ ଏକ ଶୁଭ ଯୋଗ ସୃଷ୍ଟି ହେଉଛି। ପ୍ରାୟ ରାତି…

ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri