ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ ସେ କହିଛନ୍ତି, ସମସ୍ତ ଅଫିସରଙ୍କ ପଲିଗ୍ରାଫ ଟେଷ୍ଟ ହୋଇ ସାରିଛି। ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ବ୍ରେନ୍‌ ମ୍ୟାପିଂ, ଲାଏ ଡିଟେକ୍ସନ ଟେଷ୍ଟ ହୋଇଛି। ମାତ୍ର ଏପର୍ଯ୍ୟନ୍ତ ରିପୋର୍ଟ ଆସିନି, ଆସିଲା ପରେ ତଦନ୍ତ ଆଗେଇବ।

ସୂଚନାଯୋଗ୍ୟ, ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ତଦନ୍ତ କରୁଥିବା ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନଙ୍କ ୨ୟ ବୈଠକ ବସିଥିଲା। ଉକ୍ତ ବୈଠକରେ ଗୃହ ସଚିବ, ସ୍ବତନ୍ତ୍ର ସଚିବ, କ୍ରାଇମବ୍ରାଞ୍ଚ ଏଡିଜି ଉପସ୍ଥିତ ଥିଲେ। ତଦନ୍ତ ଅଗ୍ରଗତି ନେଇ କମିଶନଙ୍କୁ ଆଜି ଅବଗତ କରିଛି କ୍ରାଇମବ୍ରାଞ୍ଚ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri