ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୁମ୍ମା ତଳ ସାହିର ଶ୍ରୀଧର ପ୍ରଧାନ ଓ ଅବିନାଶ ପରିଡା। ସେମାନଙ୍କ ନିକଟରୁ ପେନାଲ ବୋର୍ଡ, ଏମ୍ପ୍ଲଫାୟାର, ମାଇକ୍ରୋ ଫୋନ ଚୋରି ସାମଗ୍ରୀ ଜବତ ହୋଇଛି।

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ବୀରଭଦ୍ର ହାଇସ୍କୁଲରୁ ଚୋରି ହୋଇଥିଲା। ଏ ନେଇ ରମ୍ଭା ଥାନାରେ ଅଭିଯୋଗ ପରେ ୧୮୩/୨୨ ପ୍ରକାରେ ମାମଲା ରୁଜୁ ହୋଇଥିଲା। ହୁମ୍ମା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀ ଅଭିଯୁକ୍ତଦ୍ୱୟଙ୍କୁ ଧରିବା ସହ ଚରି ସାମଗ୍ରୀ ଜବତ କରିବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri