ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୁମ୍ମା ତଳ ସାହିର ଶ୍ରୀଧର ପ୍ରଧାନ ଓ ଅବିନାଶ ପରିଡା। ସେମାନଙ୍କ ନିକଟରୁ ପେନାଲ ବୋର୍ଡ, ଏମ୍ପ୍ଲଫାୟାର, ମାଇକ୍ରୋ ଫୋନ ଚୋରି ସାମଗ୍ରୀ ଜବତ ହୋଇଛି।

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ବୀରଭଦ୍ର ହାଇସ୍କୁଲରୁ ଚୋରି ହୋଇଥିଲା। ଏ ନେଇ ରମ୍ଭା ଥାନାରେ ଅଭିଯୋଗ ପରେ ୧୮୩/୨୨ ପ୍ରକାରେ ମାମଲା ରୁଜୁ ହୋଇଥିଲା। ହୁମ୍ମା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀ ଅଭିଯୁକ୍ତଦ୍ୱୟଙ୍କୁ ଧରିବା ସହ ଚରି ସାମଗ୍ରୀ ଜବତ କରିବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଆସିଲେନି ପିଲା, ବସି ବସି ଫେରିଲେ ଶିକ୍ଷକ

ବନ୍ତଳା, ୨୩।୭ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ଅନ୍ତୁଳିଆ ପଞ୍ଚାୟତ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ସୋମବାର କୌଣସି ଛାତ୍ରୀଛାତ୍ର ଆସି ନ ଥିଲେ। ସ୍କୁଲକୁ ଅଧିକ ୨ଜଣ...

ଆଉ କିଛିଦିନ ପରେ ପଡ଼ିଥାନ୍ତା ହାତଗଣ୍ଠି, ଯୁବକଙ୍କୁ ପିଟିପିଟି ମାରିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି...

ପୂର୍ବତନ ଆର୍‌ସିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମଗିରି,୧୨।୧(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଟପିରିଙ୍ଗ ଗ୍ରାମର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର (କୋପର୍ଟିଭ୍‌ ସୋସାଇଟି)ରାଜକିଶୋର ପରିଡାଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ...

‘ଶ୍ରମିକମାନେ ନିଜର ଅଧିକାର ଜାହିର କରିବା ଦରକାର’

ବଲାଙ୍ଗୀର ଅଫିସ,୧ା୫: ବଲାଙ୍ଗୀର ଜିଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ସ୍ଥାନୀୟ ଶ୍ରମ କାର୍ଯ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚଞ୍ଚଳ ରାଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ...

ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ବନ୍ଧୁକ ଦେଖାଇ ୬୦ହଜାର ଲୁଟ୍‌

ସୁକିନ୍ଦା, ୫।୬ (ଡି.ଏନ୍‌.ଏ.)-ଯାଜପୁର ଜିଲା ସୁକିନ୍ଦା କ୍ରୋମ୍‌ ଉପାତ୍ୟାକାକୁ ସଂଯୋଗ କରୁଥିବା ଟମକା-ମଙ୍ଗଳପୁର ରାସ୍ତାରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ବନ୍ଧୁକ ଦେଖାଇ ଫାର୍ମା କମ୍ପାନୀର...

ସନ୍ଦେହ ବଢ଼ାଉଛି ବେହିସାବ ଖର୍ଚ୍ଚ

ଯାଜପୁର ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ବାବଦ ପୁନରୁଦ୍ଧାର ଓ ଥଇଥାନ ରାଶିର ହିସାବ ତଥା ବିନିଯୋଗ...

ଚାଷୀଙ୍କୁ ଦୁର୍ବ୍ୟବହାର କରି ପରିବା ଛଡାଇନେଲା ପୋଲିସ

ରତ୍ନଗିରି, ୧ା୫ (ଡି.ଏନ.ଏ.): ଲକ୍‌ଡାଉନ ଜାରି ରହିଥିବାବେଳେ ସରକାରୀ ନିର୍ଦ୍ଦେଶ ମୁତାବକ ସବୁ ଜିଲାର ସୀମା ସିଲ୍‌ କରିଦିଆଯାଇଛି। ଏ ସମୟରେ ଦୋକାନବଜାର ବନ୍ଦ ରହିଥିଲେ...

Advertisement
Archives

Model This Week