ରାତି ଅଧରେ ଚୋରକୁ ଧରିଲେ ଗ୍ରାମବାସୀ, ନିର୍ଧୂମ ଛେଚିଲା ପରେ କଲେ ଏମିତି

ବାହାନଗା,୩୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଅଟାସପୁର ଗ୍ରାମରେ ଜଣେ ଚୋରକୁ ଧରି ଗ୍ରାମବାସୀ ଶୁକ୍ରବାର ପୋଲିସ ଜିମା ଦେଇଛନ୍ତି। ଅଟାସପୁର ସ୍ଥିତ ମଦନାପୁର ଗ୍ରାମର ରମେଶ ଚନ୍ଦ୍ର ଦାସଙ୍କ ଘରୁ ଦୁଇଟି ସାଇକେଲ ଚୋରି ହୋଇଛି।
ସୂଚନାଯୋଗ୍ୟ, ରାତିରେ ରମେଶଙ୍କ ପରିବାର ଲୋକେ ସାଇକେଲ ଚୋରି ହୋଇଥିବା ଜାଣି ଖୋଜାଖୋଜି କରିଥିଲେ। ସନ୍ଦେହରେ ରାସ୍ତାରେ ଯାଉଥିବା ଭିଲ୍ଲା ଗ୍ରାମର ଗଙ୍ଗାଧର ମାଝି(୨୨)ଙ୍କୁ କାବୁ କରି ନିର୍ଧୂମ ଛେଚିଥିଲେ। ପରେ ସେ ଚୋରି କରିଥିବା ମାନିବା ବେଳେ ତାଙ୍କର ୩ ଜଣ ସାଙ୍ଗ ଏଥିରେ ରମେଶ ମଲ୍ଲିକ, ଅନନ୍ତ ମଳିକ, ପଣ୍ଡା ମହାଳିକ ଏଥିରେ ସାମିଲ ଥିବା କହିଥିଲେ। ଏହା ସହିତ ପୂର୍ବରୁ ସେମାନେ ନିକଟସ୍ଥ ବିଦ୍ୟାଳୟରୁ ଫ୍ୟାନ, ବାସନ, ତମ୍ବୁ ଆଦି ଚୋରି କରିଥିବା ମାନିଛନ୍ତି। ଗ୍ରାମବାସୀ ତାଙ୍କୁ ବାନ୍ଧି ରଖିଥିବା ବେଳେ ଶୁକ୍ରବାର ସକାଳେ ଗୋପାଳପୁର ଫାଣ୍ଡିକୁ ନେଇ ପୋଲିସ ଜିମା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri