କାର୍‌ରେ ନେଉଥିଲେ ୭ ମେଣ୍ଢା, ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ଚୋର

କଣ୍ଟାପଡ଼ା,୭ା୧୨(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଅଧିକାଂଶ ଅଞ୍ଚଳରୁ ଛେଳି ମେଣ୍ଢା ଚୋରି ହୋଇ ଆସୁଥିଲା। ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଗତ ରାତିରେ ଓଡି ୦୫ କ୍ୟୁ ୬୩୬୨ ନମ୍ବର ବିଶିଷ୍ଟ ଏକ କାର୍‌ରେ ୫ ଜଣ କଟକ ସଦର ଥାନା ଅନ୍ତର୍ଗତ କୋରକୋରା ପଞ୍ଚାୟତ ଏଟୁଆସାହି ଗ୍ରାମର ସୁଧାକର ବେହେରାଙ୍କ ଗୁହାଳୁ ୭ଟି ମେଣ୍ଢା ନେଇ ନୂଆଗାଁ ଗ୍ରାମର ମନୋରଞ୍ଜନ ବେହେରାଙ୍କ ଗୁହାଳ ଆଗରେ ଛିଡ଼ା ହୋଇଥିଲେ। ସେହି ସମୟରେ ଗୋବିନ୍ଦପୁର ଥାନା ପୋଲିସ ପାଟ୍ରୋଲିଂରେ ଆସୁଥିଲା। ପୋଲିସଙ୍କୁ ଦେଖି ୩ ଜଣ ଖସି ପଳାଇବାକୁ ସକ୍ଷମ ହୋଇଥିଲେ। ଦୁଇଜଣଙ୍କ ସହିତ ଗାଡ଼ିକୁ ଗୋବିନ୍ଦପୁର ପୋଲିସ ଜବତ କରି ଥାନାକୁ ନେଇଥିଲା। କାର୍‌ର ନମ୍ବର ପ୍ଲେଟ୍‌ ଉପରେ ବ୍ଲାକଟେପ୍‌ ଲଗାଇ ନମ୍ବର ଓଡି ୦୫କୁ ୬୩୬୨କୁ ଓଡି ୦୫ କ୍ୟୁ ୬୮୬୨ କରିଥିଲେ। କାର୍‌ ଭିତରେ ମେଣ୍ଢା ଥିବାର ଦେଖିବାକୁ ମିଳିଥିଲା। ଗୋବିନ୍ଦପୁର ଥାନା ପୋଲିସକୁ ସଫଳତା ମିଳିଥିବାରୁ ଗ୍ରାମବାସୀ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri