ତାଲା ଭାଙ୍ଗି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡ଼ିଲେ ଚୋର

ବାସୁଦେବପୁର,୨୨ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ପଦ୍ମପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକ ତେଜରାତି ଦୋକାନରୁ ଚୋରି ହୋଇଛି। ଦୋକାନୀ ପ୍ରେମ ଆନନ୍ଦ ନାୟକ ରାତିରେ ତାଲା ଦେଇ ଘରକୁ ଫେରିଥିଲେ। ଚୋର ଦୁଇଜଣ ତାଲାଭାଙ୍ଗି ଜିନିଷ ଚୋରି କରୁଥିବା ସମୟରେ ପାଖ ଦୋକାନୀ ମାଲିକଙ୍କୁ ଖବର ଦେଇଥିଲେ। ସ୍ଥାନୀୟ ଦୋକାନୀମାନେ ମିଶି ଜଣେ ଚୋରକୁ ଧରିଥିବାବେଳେ ଅନ୍ୟ ଜଣେ ବାଇକ୍‌ ଧରି ଖସି ପଳାଇଥିଲେ। ଏହାପରେ ଖବର ପାଇ ବାସୁଦେବପୁର ପୋଲିସ୍‌ ଚୋରକୁ ଗିରଫ କରିଛି। ଚୋର ଜଣକ ଚାନ୍ଦବାଲି ଅଞ୍ଚଳର ଶମ୍ଭୁ ରାଉତ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହୋଇ ବାଇକ୍‌ଚାଳକ ମୃତ

ରାଇସୁଆଁ,୧।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ରେଞ୍ଜ ପୋଟଳ ଗାଁର ଜଣେ ବ୍ୟକ୍ତି ବାଇକ୍‌ରେ ଯାଉଥିବାବେଳେ ହାତୀପଲଙ୍କୁ ଦେଖି ଭୟଭୀତ ହୋଇ ଦ୍ରୁତ ଗତିରେ ପଳାଉଥିବାବେଳେ ଗାଡ଼ିଟି...

ବ୍ୟସ୍ତବହୁଳ ବଡ଼ବଜାର: ପାନୀୟ ଜଳ ସୁବିଧା ନାହିଁ

ବ୍ରହ୍ମପୁର ଅଫିସ,୨୦।୧: ଦକ୍ଷିଣ ଓଡ଼ିଶାର ମୁଖ୍ୟ ବାଣିଜ୍ୟିକ ପେଣ୍ଠସ୍ଥଳ ବ୍ରହ୍ମପୁର ବଡ଼ବଜାରରେ ଖରାଦିନେ ପାନୀୟ ଜଳ ସମସ୍ୟା ଦେଖାଦେଇଥାଏ। ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ଗ୍ରାହକ ଓ...

ଖରିଫ ଚାଷ ପାଇଁ ସାର ନାହିଁ

କେନ୍ଦ୍ରାପଡ଼ା ଅଫିସ, ୯ା୭:କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବାବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି।...

ବିଶ୍ୱ ହୃତପିଣ୍ଡ ଦିବସ ଉପଲକ୍ଷେ ଗଡିଲା ସଚେତନତା ରଥ

ବାଲେଶ୍ୱର ଅଫିସ,୨୦।୯-‘ବିଶ୍ୱ ହୃତପିଣ୍ଡ ଦିବସ’ ପାଳନ ଅବ୍ୟବହିତ ପୂର୍ବର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍‌ପିଟାଲ ପକ୍ଷରୁ ଆରମ୍ଭ ହୋଇଥିବା ହୃଦ୍‌ରୋଗ ସଚେତନତା ରଥ ସମଗ୍ର ଓଡିଶା ପରିକ୍ରମା...

୫ ବର୍ଷରେ ଗଲାଣି ୭ ଜୀବନ

ବେଗୁନିଆ,୨।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଓ ବ୍ଲକ ଅଞ୍ଚଳର ବେଆଇନ ଭାବେ ବାଣ ପ୍ରସ୍ତୁତ କରାଯାଉଛି। ପ୍ରସ୍ତୁତକାରୀ ଏବଂ ବ୍ୟବସାୟୀଙ୍କ ଉପରେ କଟକଣା ନ...

ଉଦାହରଣ: ସରକାରୀ ଡାକ୍ତରଖାନାରେ ସ୍ତ୍ରୀଙ୍କ ପ୍ରସବ କରାଇଲେ ମାଲକାନଗିରି ଜିଲାପାଳ

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଡାକ୍ତରଖାନାରେ ବିଭିନ୍ନ ସମୟରେ ରୋଗୀମାନଙ୍କ ଚିକିତ୍ସାରେ ଅବହେଳା ଓ ଟିକ୍‌ଟକ୍‌ ଭିଡିଓକୁ ନେଇ ମାଲକାନଗିରି ଜିଲା ଚର୍ଚ୍ଚା ହୋଇ ଆସୁଥିବାବେଳେ ଏବେ...

ସାନଭାଇଙ୍କ ଆତ୍ମହତ୍ୟା ଖବର ପାଇ ବଡଭାଇ କଲେ ଏମିତି

ଧର୍ମଗଡ,୯।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପ୍ରଥମେ ସାନ ଭାଇ...

ବିପର୍ଯ୍ୟସ୍ତ ରାସ୍ତା: ଅଧକିମି ଚାଲି ଚାଲି ଆସିଲେ ଗର୍ଭବତୀ

କେଗାଁ, ୩ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କେଗାଁ ପଞ୍ଚାୟତ ଅନ୍ତର୍ଗତ ସାନଚେର କର୍ଲାପଡା ଗଁା ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏଥିଯୋଗୁ ଗାଁକୁ ଆମ୍ବୁଲାନ୍ସ...

Advertisement
Archives

Model This Week